Monday, April 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍କୁଲ ଖୋଲିବାରେ ବାଧକ ହେବନି ଟିକାକରଣ

by ସଞ୍ଜୟ ସ୍ୱାଇଁ
July 22, 2021
in Education, State
ସ୍କୁଲ ଖୋଲିବାରେ ବାଧକ ହେବନି ଟିକାକରଣ
162
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଟିକା ନେଇଥିବା ଶିକ୍ଷକ ଓ କର୍ମଚାରୀ ସ୍କୁଲ ଆସିବା ପ୍ରସଙ୍ଗରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି, ଖୋଲିବାରେ ବାଧକ ହେବନି ଟିକାକରଣ। ସେ କହିଛନ୍ତି ଯେ, ପ୍ରାୟ ସବୁ ଶିକ୍ଷକ ଓ କର୍ମଚାରୀ ଟିକା ନେଇସାରିଛନ୍ତି। ଯେଉଁମାନେ ନେଇନାହାନ୍ତି, ସେମାନଙ୍କୁ ଅଗ୍ରାଧିକାର ଦେବାକୁ କହିବୁ। ଆମେ ଏସଓପିରେ ସବୁ ଉଲ୍ଲେଖ କରିଛୁ। ଅଭିଭାବକଙ୍କ ସହମତି ଆବଶ୍ୟକ ବୋଲି ମନ୍ତ୍ରୀ ଶ୍ରୀ ଦାଶ କହିଛନ୍ତି। ଜୁଲାଇ ୨୬ରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ପାଠପଢ଼ା ଆରମ୍ଭ ହେବ। ଅଗଷ୍ଟରେ ନବମ ଶ୍ରେଣୀ ପିଲାଙ୍କର ପାଠପଢ଼ା ପାଇଁ ବ୍ୟବସ୍ଥା କରାଯିବ। ଜୁଲାଇ ୨୬ରେ ସ୍କୁଲ ଖୋଲିବା ପାଇଁ ଘୋଷଣା ହୋଇଥିବାବେଳେ କୋଭିଡ଼ ଗାଇଡ଼ଲାଇନ ପାଳନ କରାଯିବ। ତେବେ ଅଗଷ୍ଟ ୧୬ରୁ ନବମ ଶ୍ରେଣୀର ଛାତ୍ରଛାତ୍ରୀମାନେ ସ୍କୁଲ ଯିବେ। ସେହିପରି ସେପ୍ଟେମ୍ବର ୧୫ରୁ ଏକାଦଶ ଶ୍ରେଣୀ ପାଠପଢ଼ା ଆରମ୍ଭ ପାଇଁ ଯୋଜନା କରାଯିବ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!