Monday, April 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଫଲାଇନ ମାଟ୍ରିକ ପରୀକ୍ଷାର ଆଡମିଟ କାର୍ଡ ଅନ ଲାଇନରେ ପାଇ ପାରିବେ

by ସଞ୍ଜୟ ସ୍ୱାଇଁ
July 22, 2021
in Education, State
ଅଫଲାଇନ ମାଟ୍ରିକ ପରୀକ୍ଷାର ଆଡମିଟ କାର୍ଡ ଅନ ଲାଇନରେ ପାଇ ପାରିବେ
69
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଅଫ୍‌ ଲାଇନ୍‌ ମାଟ୍ରିକ୍‌ ପରୀକ୍ଷା ପାଇଁ ଆଡମିଟ୍‌ କାର୍ଡ ଉପଲବ୍ଧ । ଅନ୍‌ ଲାଇନ୍‌ରେ ଛାତ୍ରଛାତ୍ରୀମାନେ ଏହି ଆଡମିଟ୍‌ କାର୍ଡ ପାଇ ପାରିବେ । ବୋର୍ଡ ୱେବସାଇଟ୍‌ bseodisha.ac.inରୁ ଡାଉନ୍‌ଲୋଡ୍‌ କରିହେବ ଆଡମିଟ୍‌ କାର୍ଡ । ୫୦୪ଟି କେନ୍ଦ୍ରରେ ପରୀକ୍ଷା ଦେବେ ୧୫,୧୫୧ଜଣ ଛାତ୍ରଛାତ୍ରୀ। ୬ହଜାର ୫୯୭ଜଣ ରେଗୁଲାର ପରୀକ୍ଷାର୍ଥୀଙ୍କ ପାଇଁ ୨୭୮ଟି କେନ୍ଦ୍ର ରହିଛି । ଏନେଇ ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ସତ୍ୟବ୍ରତ ସାହୁ ସୂଚନା ଦେଇଛନ୍ତି । ମାଟ୍ରିକ୍‌ ଛାତ୍ରଛାତ୍ରୀଙ୍କ ଅଫ୍‌ଲାଇନ୍‌ରେ ପରୀକ୍ଷା ଆସନ୍ତା ୩୦ରୁ ଅଗଷ୍ଟ ୫ ଯାଏ ହେବ । ଜିଲ୍ଲା ଓ ବ୍ଲକ୍‌ ମୁଖ୍ୟାଳୟରେ ପରୀକ୍ଷା କେନ୍ଦ୍ର କରାଯିବ ସହ କୋଭିଡ୍‌ ଗାଇଡ୍‌ଲାଇନ୍‌ ଅନୁସାରେ ପରୀକ୍ଷା ଅନୁଷ୍ଠିତ ହେବ । ବିନା ମାସ୍କରେ କୌଣସି ଛାତ୍ରଛାତ୍ରୀ ପରୀକ୍ଷା ଦେଇପାରିବେ ନାହିଁ । ପରୀକ୍ଷା ସରିବା ପରେ ୧୦ରୁ ୧୫ ଦିନ ଭିତରେ ଖାତା ମୂଲ୍ୟାୟନ କରାଯିବ । ଅଗଷ୍ଟ ୨୨ ତାରିଖ ସୁଦ୍ଧା ଫଳ ବାହାରିବ ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!