Monday, April 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିପୁଳ ପରିମାଣର ମଦ ଜବତ ଓ ୪ ଗିରଫ

by ସଞ୍ଜୟ ସ୍ୱାଇଁ
July 23, 2021
in Crime, State
ବିପୁଳ ପରିମାଣର ମଦ ଜବତ ଓ ୪ ଗିରଫ
51
VIEWS
Share on FacebookShare on Twitter

ବାଲିପାଟଣା, (ବାଘୁଆବାର୍ତ୍ତା): ରାଜଧାନୀ ଉପକଣ୍ଠରେ ଅବକାରୀ ବିଭାଗର ଚଢାଉ । ବିପୁଳ ପରିମାଣର ମଦ ଜବତ । ଚୋରା ମଦ କାରବାର ଅଭିଯୋଗରେ ୪ ଜଣଙ୍କୁ ଗିରଫ କରିଛି ଅବକାରୀ ବିଭାଗ । ବାଲିପାଟଣା ଥାନା ରାଜସ୍ୱ ଗ୍ରାମର ରବୀନ୍ଦ୍ର ମଲ୍ଲୀକ, ବନମାଳିପୁରର ନରେନ୍ଦ୍ର ସାହୁ, ବାଲିଅନ୍ତାର ବିନି ଭୋଇ , ସହିଦନଗର ଭୋଇ ସାହିର ଅଶୋକ ପ୍ରଧାନ ଚୋରା ମଦ କାରବାର କରୁଥିବା ସୂଚନା ପାଇଥିଲା ଅବକାରୀ ବିଭାଗ । ଏମାନଙ୍କ ଉପରେ ଚଢାଉ କରି ବିପୁଳ ପରିମାଣର ମଦ ଜବତ କରିଛନ୍ତି ଅବକାରୀ କର୍ମଚାରୀ । ଏମାନଙ୍କ ନିକଟରୁ ୧୨୩ ବୋତଲ ଦେଶୀ ଏବଂ ବିଦେଶୀ ମଦ ଜବତ ହୋଇଛି ।

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026
୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ୍ ଛୁଟି:ପରବର୍ତ୍ତୀ ସମୟରେ ବଢ଼ିପାରେ !

୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ୍ ଛୁଟି:ପରବର୍ତ୍ତୀ ସମୟରେ ବଢ଼ିପାରେ !

April 19, 2026
ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

April 18, 2026
ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

April 18, 2026
ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

April 18, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!