Monday, April 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟ୍ରକରୁ ୪ କୁଇଣ୍ଟାଲ ୫୨ କେଜି ଗଞ୍ଜେଇ ଜବତ, ଟ୍ରକ ରଖି ଡ୍ରାଇଭର ଚମ୍ପଟ

by ସଞ୍ଜୟ ସ୍ୱାଇଁ
July 23, 2021
in Crime, State
ଟ୍ରକରୁ ୪ କୁଇଣ୍ଟାଲ ୫୨ କେଜି ଗଞ୍ଜେଇ ଜବତ, ଟ୍ରକ ରଖି ଡ୍ରାଇଭର ଚମ୍ପଟ
19
VIEWS
Share on FacebookShare on Twitter

ଗଜପତି, (ବାଘୁଆବାର୍ତ୍ତା): ଗଜପତି ଜିଲ୍ଲା ମୋହନା ଥାନା ଗଣି ଛକରୁ ବିପୁଳ ପରିମାଣର ଗଞ୍ଜେଇ ଜବତ । ଏକ ମିନି ଟ୍ରକରୁ ସାଢ଼େ ୪ କୁଇଣ୍ଟାଲ ଗଞ୍ଜେଇ ଜବତ କରିଛି ପୋଲିସ । ତେବେ ଘଟଣା ସ୍ଥଳରୁ ଗାଡି ରଖି ଚମ୍ପଟ ମାରିଛି ଡ୍ରାଇଭର । ଅଭିଯୁକ୍ତକୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ ଚାଲିଛି । ମୋହନା ପୋଲିସ ଗଣି ଛକରେ ପେଟ୍ରୋଲିଂ କରୁଥିବା ବେଳେ ଏକ ମିନି ଟ୍ରକ ଦ୍ରୁତ ଗତିରେ ଆସିଥିଲା । ଟ୍ରକ ଅଟକାଇବା ବେଳେ ଡ୍ରାଇଭର ଟ୍ରକ ରଖି ଚମ୍ପଟ ମାରିଥିଲା । ତେବେ ଗାଡି ଯାଞ୍ଚ ପରେ ୧୫ ଟି ବସ୍ତାରେ ୪ କୁଇଣ୍ଟାଲ ୫୨ କେଜି ଗଞ୍ଜେଇ ଚୋରା ଚାଲାଣ ହେଉଥିବା ଜଣା ପଡିଥିଲା । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୪୦ ଲକ୍ଷ ଟଙ୍କା ହେବ ବୋଲି ପୋଲିସ କହିଛି ।

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026
୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ୍ ଛୁଟି:ପରବର୍ତ୍ତୀ ସମୟରେ ବଢ଼ିପାରେ !

୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ୍ ଛୁଟି:ପରବର୍ତ୍ତୀ ସମୟରେ ବଢ଼ିପାରେ !

April 19, 2026
ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

April 18, 2026
ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

April 18, 2026
ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

April 18, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!