Saturday, June 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଛାତ୍ରଙ୍କ ମୃତ ଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
July 23, 2021
in State
ବାତ୍ୟା ‘ୟଶ’ରେ ଅମାନିଆ ଙ୍କ ମୃତ୍ୟୁ
109
VIEWS
Share on FacebookShare on Twitter

ନିଆଳୀ, (ବାଘୁଆବାର୍ତ୍ତା): ହଷ୍ଟେଲ ଖୋଲିବା ପୂର୍ବରୁ ହଷ୍ଟେଲରୁ ଜଣେ ଛାତ୍ରଙ୍କ ଝୁଲନ୍ତା ଅବସ୍ଥାରେ ମୃତ ଦେହ ଉଦ୍ଧାର କରାଯାଇଛି । ଏହି ଘଟଣାକୁ ନେଇ ପୁଲିସ୍ ଓ ସାଇଣ୍ଟିଫିକ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚି ତନାଘନା ଆରମ୍ଭ କରିଛନ୍ତି । ଏଭଳି ଘଟଣା ଘଟିଛି ନିଆଳି ଅଞ୍ଚଳରେ ଥିବା ଓଲଟପୁର ଏସଭି ନିରତାର ହଷ୍ଟେଲରେ ଘଟିଛି । ଛାତ୍ରଜଣକ ସ୍ନାତ୍ତକୋତର ଛାତ୍ର ଥିଲେ । ମୃତର କାରଣ ଅସ୍ପଷ୍ଟ ଥିବା ବେଳେ କ’ଣ ପାଇଁ ଓ କାହିଁକି ମୃତ୍ୟୁ ହୋଇଛି ବୋଲି ପୁଲିସ୍ ତନାଘନା ଆରମ୍ଭ କରିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!