Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆକାଶ-ଏନଜି ମିସାଇଲର ସଫଳ ପରୀକ୍ଷଣ

by ସଞ୍ଜୟ ସ୍ୱାଇଁ
July 23, 2021
in NATIONAL NEWS, State, Technology
ଆକାଶ-ଏନଜି ମିସାଇଲର ସଫଳ ପରୀକ୍ଷଣ
42
VIEWS
Share on FacebookShare on Twitter

ବାଲେଶ୍ୱର, (ବାଘୁଆବାର୍ତ୍ତା): ଚାନ୍ଦିପୁର ଇଣ୍ଟିଗ୍ରେଟେଡ୍ ଟେଷ୍ଟ ରେଞ୍ଜରୁ ନୂତନ ଜେନେରେସନ୍ ଆକାଶ-ଏନଜି ମିସାଇଲର ସଫଳତାର ସହ ପରୀକ୍ଷଣ କରାଯାଇଛି। ଏହି ମିଶାଇଲରେ ବହୁଦେଶୀୟ ରାଡାର, କମାଣ୍ଡ, କଣ୍ଟୋଲ ଏବଂ ସଞ୍ଚାର ପ୍ରଣାଳୀରେ ଭଳି ସବୁ ପ୍ରକାର ହତିଆର ନିହିତ ରହିଛି। ଗତ ଦୁଇ ଦିନ ମଧ୍ୟରେ ୩୦ କିଲୋମିଟର ଷ୍ଟ୍ରାଇକ୍ ରେଞ୍ଜର ବାୟୁ ପ୍ରତିରକ୍ଷା କ୍ଷେପଣାସ୍ତ୍ର ପ୍ରଣାଳୀର ଏହା ହେଉଛି ଦ୍ୱିତୀୟ ପରୀକ୍ଷଣ। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ(ଡିଆରଡିଓ)ର ଅଧିକାରୀମାନେ ଏକ ବିବୃତ୍ତିରେ କହିଛନ୍ତି ଯେ, ନୂତନ ଜେନେରେସନ୍ ଆକାଶ (ଆକାଶ-ଏନଜି) କ୍ଷେପଣାସ୍ତ୍ର ସକାଳ ୧୧:୪୫ରେ ଓଡିଶା ଉପକୂଳବର୍ତ୍ତୀ ଚାନ୍ଦିପୁରର ଇଣ୍ଟିଗ୍ରେଟେଡ୍ ଟେଷ୍ଟ ରେଞ୍ଜରୁ ସଫଳତାର ସହ ପରୀକ୍ଷଣ କରାଯାଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏହି କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ପାଇଁ ଡିଆଡିଓ, ଭାରତୀୟ ବାୟୁସେନା ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ୍ (ବିଇଏଲ୍) ଏବଂ ଭରତ ଡାଇନାମିକ୍ସ ଲିମିଟେଡ୍ (ବିଡିଏଲ୍) କୁ ଅଭିନନ୍ଦନ ଜଣାଇଛନ୍ତି। ଏହି କ୍ଷେପଣାସ୍ତ୍ରର ପରୀକ୍ଷଣରେ ଜଡିତ ଥିବା ଟିମ୍ର ଉଦ୍ୟମକୁ ଡିଆରଡିଓ ଅଧ୍ୟକ୍ଷ ଜି ସତିଶ୍ ରେଡ୍ଡୀ ପ୍ରଶଂସା କରିଛନ୍ତି।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!