Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁଇ ମୋବାଇଲ ଚୋରଙ୍କୁ ଧରି ନିର୍ଦ୍ଧୁମ ଛେଚିଲେ ଓ ବିଛୁଆତି ପତ୍ର ଲଗାଇଦେଲେ

by ସଞ୍ଜୟ ସ୍ୱାଇଁ
July 24, 2021
in Crime, State
ଦୁଇ ମୋବାଇଲ ଚୋରଙ୍କୁ ଧରି ନିର୍ଦ୍ଧୁମ ଛେଚିଲେ ଓ ବିଛୁଆତି ପତ୍ର ଲଗାଇଦେଲେ
177
VIEWS
Share on FacebookShare on Twitter

ଜଳେଶ୍ୱର, (ବାଘୁଆବାର୍ତ୍ତା): ଦୁଇ ମୋବାଇଲ ଚୋରକୁ ଧରି ବିଦ୍ୟୁତ ଖୁଣ୍ଟରେ ବାନ୍ଧି ନିର୍ଦ୍ଧୁମ ମାଡ । ଘଟଣା ସ୍ଥଳରେ ପହଁଚି ଚୋରକୁ ଉଦ୍ଧାର କଲା ପୋଲିସ । ଏଭଳି ଏକ ଅଭାବନୀୟଘଟଣା ଦେଖିବାକୁ ମିଳିଛି ବାଲେଶ୍ଵର ଜିଲ୍ଲା ଜଳେଶ୍ୱର ଥାନା ଷ୍ଟେସନ ବଜାର ଅଞ୍ଚଳରେ । ଶନିବାର ସକାଳ ସମୟରେ ଦୁଇ ଜଣ ଯୁବକ ଏକ ଟ୍ରକରୁ ୨ ଟି ମୋବାଇଲ ଚୋରି କରିଥିଲେ । ଏହା ଜାଣିପାରି ସ୍ଥାନୀୟ ଲୋକେ ବିଚ୍ ରାସ୍ତାରେ ଏକ ବିଦ୍ୟୁତ ଖୁଣ୍ଟରେ ଚୋର ୨ ଜଣକୁ ବାନ୍ଧି ଦେଇଥିଲେ । ଏହାପରେ ନିର୍ଦ୍ଧୁମ ଛେଚି ଥିଲେ ଏବଂ ବିଛୁଆତି ପତ୍ର ଲଗାଇ ଦେଇଥିଲେ । ଏହାପରେ ଚୋର ଦ୍ୱୟ ଜଣ ଚୋରି ମୋବାଇଲକୁ ଲୋକ ମାନଙ୍କୁ ଫେରସ୍ତ ଦେଇ ଥିଲେ । ଜଳେଶ୍ୱର ପୋଲିସ ଘଟଣା ସ୍ଥଳରେ ପହଁଚି ଉଭୟଙ୍କୁ ଉଦ୍ଧାର କରି ଜଳେଶ୍ୱର ଥାନାକୁ ନେଇ ତଦନ୍ତ ଜାରି ରଖିଛି ।

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026
ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!