Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ରେଡିମେଟ କପଡା ଫ୍ୟାକ୍ଟ୍ରିର ଉଦଘାଟନ

by ସଞ୍ଜୟ ସ୍ୱାଇଁ
July 24, 2021
in Planning and Development, State
ଏମ୍ସ ହସ୍ପିଟାଲରେ ଅଗ୍ନିଶମ ସେବା କେନ୍ଦ୍ରକୁ ମଞୁରୀ କଲେ ମୁଖ୍ୟମନ୍ତ୍ରୀ
91
VIEWS
Share on FacebookShare on Twitter

ଖୋର୍ଦ୍ଧା, (ବାଘୁଆବାର୍ତ୍ତା): ୱାଇଲ୍ଡ ଲୋଟସ ଫ୍ୟାସନ ଫାଇଭେଟ ଲିମିଟେଡ ପକ୍ଷରୁ ଖୋର୍ଦ୍ଧା ଛତାବର ଶିଳ୍ପାଞ୍ଚଳ ଠାରେ ଆରମ୍ଭ ହୋଇଛି ଏକ ରେଡିମେଟ କପଡ଼ା ଫ୍ୟାକ୍ଟ୍ରି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଏହା ଉଦଘାଟନ କରାଯାଇଛି। ସମ୍ପୂର୍ଣ୍ଣ ଭାବେ ରପ୍ତାନୀ ଉଦ୍ଦେଶ୍ୟରେ କରାଯାଇଥିବା ଏହି ୟୁନିଟ ଏମଜିଏମ୍ ଗ୍ରୁପର ଏକ ଅଂଶ ଅଟେ। ଏହି କମ୍ପାନୀରେ ୧୮ଶହ କର୍ମଚାରୀଙ୍କୁ ନିଯୁକ୍ତି ଦିଆଯିବ। ଯାହା ମଧ୍ୟରେ ୧୩୦୦ ମହିଳା ସ୍ଥାନ ପାଇବେ। ପ୍ରାଥମିକ ଭାବେ ୭୦ କୋଟି ଟଙ୍କା ବ୍ୟୟରେ ଆରମ୍ଭ କରାଯାଉଥିବା ଏହି କମ୍ପାନୀରେ ସମ୍ପର୍ଣ୍ଣ ଦେୟମୁକ୍ତ ଭାବରେ ତାଲିମର ବ୍ୟବସ୍ଥା ମଧ୍ୟ କରାଯାଇଛି। ପ୍ରାୟ ୯୫୦ ସିଲେଇ ମେସିନକୁ କପଡା ତିଆରୀ ପାଇଁ ଏଠାରେ ବ୍ୟବହାର କରାଯିବ। ଆନ୍ତଜାର୍ତୀୟ ମାନର ବ୍ରାଣ୍ଡ ଗୁଡ଼ିକୁ କପଡ଼ା ଯୋଗାଇ ଦେବାରେ ଏହା ମୁଖ୍ୟ ଭୂମିକା ନେବ ବୋଲି ଏମଜିଏମ ଗ୍ରୁପର ଅଧ୍ୟକ୍ଷ ପଙ୍କଜ ମହାନ୍ତି କହିଛନ୍ତି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!