Wednesday, September 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ବରମୁଣ୍ଡା ବସଷ୍ଟାଣ୍ଡ ପରିଦର୍ଶନ କଲେ ୫ଟି ସଚିବ

by ସଞ୍ଜୟ ସ୍ୱାଇଁ
July 25, 2021
in Crime, State
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ବରମୁଣ୍ଡା ବସଷ୍ଟାଣ୍ଡ ପରିଦର୍ଶନ କଲେ ୫ଟି ସଚିବ
160
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶକ୍ରମେ ଆଜି ଭୁବନେଶ୍ବର ବରମୁଣ୍ଡା ବସ୍‌ଷ୍ଟାଣ୍ଡ ପରିଦର୍ଶନ କଲେ ୫ଟି ସଚିବ ଆଇଏଏସ୍ ଭି. କାର୍ତ୍ତିକେୟନ ପାଣ୍ଡିଆନ୍। ଅନ୍ତଃରାଜ୍ୟ ବସ୍‌ ଟର୍ମିନାଲ କାମର ସମୀକ୍ଷା କଲେ ପାଣ୍ଡିଆନ୍। ୨୦୨୨ ଜୁନ୍‌ ସୁଦ୍ଧା ସରିବ ବସ୍‌ ଟର୍ମିନାଲ କାମ। ଖର୍ଚ୍ଚହେବ ମୋଟ ୧୮୦ କୋଟି। ଖଣ୍ଡଗିରି ବସ୍‌ ଡିପୋ କାମ ବି ଦେଖିଲେ ଭି. କାର୍ତ୍ତିକେୟନ ପାଣ୍ଡିଆନ୍। ୩୦୦ ବସ୍‌ ରହିବା ପାଇଁ ଖଣ୍ଡଗିରିରେ ହେଉଛି ବସ୍‌ ଡିପୋ। ଉନ୍ନତ ମାନର କାମ ସହ ନିର୍ଦ୍ଧାରିତ ସମୟରେ କାମ ସାରିବା ଉପରେ ଗୁରୁତ୍ବ। ୨୦୨୨ ଫେବ୍ରୁଆରୀ ସୁଦ୍ଧା ସରିବ ଜାଭିୟର-ଇନ୍‌ଫୋସିଟି ଛକ ରାସ୍ତା କାମ, ୫.୧୭ କିମି ଏହି ରାସ୍ତାକୁ ୬ ଲେନ୍‌ ବିଶିଷ୍ଟ କରାଯାଉଛି। ବରମୁଣ୍ଡା ବସ୍‌ଷ୍ଟାଣ୍ଡ ପରିଦର୍ଶନ ବେଳେ ୫ଟି ସଚିବଙ୍କ ସହ ପୂର୍ତ୍ତ ସଚିବ କ୍ରିଷନ କୁମାର। ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଭିନୀଲ କ୍ରିଷ୍ଣା, ବିଏମସି କମିସନର ଓ ଇଡ୍‌କୋ ଇଡି ଭୂପିନ୍ଦର ପୁନିଆ ଉପସ୍ଥିତ ଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!