Wednesday, September 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୫ ଗ୍ରାମ ବ୍ରାଉନ ସୁଗାର ସହିତ ୫୧ ହଜାର ଟଙ୍କା, ୪ଟି ମୋବାଇଲ, ୨ଟି ମଟର ସାଇକେଲ ଓ ଗୋଟିଏ ସ୍କୁଟି ଜବତ ହୋଇଛି

by ସଞ୍ଜୟ ସ୍ୱାଇଁ
July 25, 2021
in Crime, State
୧୫ ଗ୍ରାମ ବ୍ରାଉନ ସୁଗାର ସହିତ ୫୧ ହଜାର ଟଙ୍କା, ୪ଟି ମୋବାଇଲ, ୨ଟି ମଟର ସାଇକେଲ ଓ ଗୋଟିଏ ସ୍କୁଟି ଜବତ ହୋଇଛି
144
VIEWS
Share on FacebookShare on Twitter

ସୁନ୍ଦରଗଡ଼, (ବାଘୁଆବାର୍ତ୍ତା): ସୁନ୍ଦରଗଡ଼ରେ ବେଧଡ଼କ ଭାବେ ଚାଲିଛି ବ୍ରାଉନସୁଗାର ଚୋରା କାରବାର । ପର୍ଦ୍ଦାଫାଶ କଲା ପୋଲିସ । ଚଢାଉ କରି ୧୫ ଗ୍ରାମର ବ୍ରାଉନସୁଗାର ଜବତ ସହ ୫ଜଣଙ୍କୁ ଗିରଫ କରିଛି ସୁନ୍ଦରଗଡ଼ ପୋଲିସ । ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତ ସ୍ଥାନୀୟ ଅଞ୍ଚଳର । ବ୍ରାଉନସୁଗାର କାରବାର ନେଇ ସୁନ୍ଦରଗଡ଼ ପୋଲିସ ନିକଟରେ ବିଶେଷ ସୁତ୍ରରୁ ଖବର ପାଇଥିଲା । ଏହିକ୍ରମରେ ସୁନ୍ଦରଗଡ଼ ରାଜଗାଙ୍ଗପୁର ସହରରୁ ବ୍ରାଉନସୁଗାର ଜବତ ହୋଇଛି । ରାଜଗାଙ୍ଗପୁର ଜାମପାଲି ବାଇପାସରେ ବ୍ରାଉନସୁଗାର କାରବାର କରୁଥିବା ୫ ଜଣ ଯୁବକକୁ ଗିରଫ କରିଛି ପୋଲିସ୍ । ସେମାନଙ୍କ ଠାରୁ ୧୫ ଗ୍ରାମ ବ୍ରାଉନ ସୁଗାର ଜବତ କରିବା ସହ ୫୧ ହଜାର ୨୧୦ ଟଙ୍କା, ୪ ଟି ମୋବାଇଲ ଫୋନ, ୨ଟି ମଟର ସାଇକେଲ,ଗୋଟିଏ ସ୍କୁଟି ମଧ୍ୟ ଜବତ କରିଛି । ଗିରଫ ହୋଇଥିବା ସମସ୍ତେ ଅଭିଯୁକ୍ତ ସ୍ଥାନୀୟ ଅଞ୍ଚଳର ବୋଲି ଜଣା ପଡିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!