Friday, September 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦିନ ଦ୍ୱିପ୍ରହରରେ ଚାଲିଛି ବାଇକ ଚୋରି, ସିସିଟିଭିକୁ ବି ଖାତିର କରୁନାହାନ୍ତି ଲୁଟେରା

by ସଞ୍ଜୟ ସ୍ୱାଇଁ
July 27, 2021
in Crime, State
ଦିନ ଦ୍ୱିପ୍ରହରରେ ଚାଲିଛି ବାଇକ ଚୋରି, ସିସିଟିଭିକୁ ବି ଖାତିର କରୁନାହାନ୍ତି ଲୁଟେରା
169
VIEWS
Share on FacebookShare on Twitter

ସମ୍ବଲପୁର, (ବାଘୁଆବାର୍ତ୍ତା): ସମ୍ବଲପୁର ସାକ୍ଷୀପଡାରେ ଦିନ ଦ୍ବିପ୍ରହରରେ ବାଇକ୍ ଚୋରି । ସିସିଟିଭିରେ କଏଦ ହେଲା ଲୁଟ୍ ବେଳର ଦୃଶ୍ୟ । ସମ୍ବଲପୁର ସହରରେ ଦିନକୁ ଦିନ ଚୋରି, ଲୁଟ୍ ବଢୁଥିବାବେଳେ ଦିନ ଦ୍ବିପ୍ରହରରେ ଚାଲିଛି ବାଇକ୍ ଚୋରି । ସିସିଟିଭିକୁ ବି ଖାତିର କରୁନାହାନ୍ତି ଲୁଟେରା । ସାକ୍ଷୀପଡାର ବ୍ୟବସାୟୀ ସୁଶୀଲ ଶର୍ମା ନିଜ ବାଇକକୁ ଘର ବାହାରେ ରଖିଥିଲେ । ତେବେ ଜଣେ ଲୁଟେରା ଆସି ପ୍ରଥମେ ବାଇକ୍‌କୁ ନିରୀକ୍ଷଣ କରିଥିଲେ । ପରେ ବାଇକ୍‌କୁ ଧରି ଫେରାର ହୋଇଯାଇଥିଲେ । ଲୁଟ୍ ବେଳର ଦୃଶ୍ୟ ସିସିଟିଭିରେ କଏଦ ହୋଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!