Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ରୋଟାରୀ କ୍ଲବର ମିଶନ ଗ୍ରୀନ

by ସଞ୍ଜୟ ସ୍ୱାଇଁ
July 27, 2021
in Nayagarh, Planning and Development, State
ନୟାଗଡ଼ ରୋଟାରୀ କ୍ଲବର ମିଶନ ଗ୍ରୀନ
134
VIEWS
Share on FacebookShare on Twitter

ନୟାଗଡ଼ (ବାଘୁଆବାର୍ତ୍ତା): ରୋଟାରୀ ଗ୍ରୀନ ମିଶନ କାର୍ୟ୍ୟକ୍ରମ ମାଧ୍ୟମରେ ଆଜି ନୟାଗଡ ରୋଟାରୀ କ୍ଲବ ତରଫରୁ ଗମ୍ଭାରୀଡିହି ଗ୍ରାମରେ ୩୦୦ ଫଳ ଚାରା ସ୍ଥାନୀୟ ସରପଞ୍ଚ ଙ୍କ ସହାୟତା ଓ କ୍ଲବ ଅଧ୍ୟକ୍ଷ ଧିରେନ୍ଦ୍ର ପଟ୍ଟନାୟକଙ୍କ ତତ୍ତ୍ୱାବଧାନରେ ଗ୍ରାମ ବାସିଙ୍କୁ ବଣ୍ଟନ କରାଯାଇଥିଲା । ଏହି କାର୍ୟ୍ୟକ୍ରମ କୁ ପରିଚାଳନା କରିଥିଲେ ରୋଟାରିଆନ ଆରିଫ ଖାନ ଏବଂ ସହାୟତା କରିଥିଲେ ରୋଟାରିଆନ ପ୍ରସନ୍ନ ବସନ୍ତିଆ, ଆଦିତ୍ୟ ମିଶ୍ର ଓ କ୍ଲବ କୋଷାଧ୍ୟକ୍ଷ ଲକ୍ଷ୍ମୀ ନାରାୟଣ ରଥ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!