Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

“The Car Festival of Lord Jagannath” ଦ୍ୱିତୀୟ ସଂସ୍କରଣ ଶୁଭ ଲୋକାର୍ପଣ

by ସଞ୍ଜୟ ସ୍ୱାଇଁ
July 27, 2021
in Feature News
“The Car Festival of Lord Jagannath” ଦ୍ୱିତୀୟ ସଂସ୍କରଣ ଶୁଭ ଲୋକାର୍ପଣ
28
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଶ୍ରୀଜଗନ୍ନାଥ ଚେତନା ସଂପର୍କରେ ଗବେଷଣା ମୂଳକ ପ୍ରବନ୍ଧ ପୁସ୍ତକ “The Car Festival of Lord Jagannath”.ର ଦ୍ୱିତୀୟ ସଂସ୍କରଣର ଶୁଭ ଲୋକାର୍ପଣ, ଓଡ଼ିଶାର ମହାମହୀମ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍ଂକ କର କମଳରେ ଅନୁଷ୍ଠିତ ହୋଇଯାଇଛି। ବିଗତ ଦୁଇ ଦଶନ୍ଧି ପୂର୍ବରୁ ସ୍ବର୍ଗତଃ ଶରତ ଚନ୍ଦ୍ର ମହାପାତ୍ରଂକ ଦ୍ଵାରା ରଚିତ ଏହି ପୁସ୍ତକର ପ୍ରଥମ ସଂସ୍କରଣ ପ୍ରାୟ ଦୁଇ ଦଶନ୍ଧି ପୂର୍ବରୁ ନୂଆ ଦିଲ୍କୀ ଠାରେ ଭାରତର ତତ୍କାଳୀନ ରାଷ୍ଟ୍ରପତି ଶଂକର ଦୟାଲ ଶର୍ମା ଂକ ଦ୍ୱାରା ଉନ୍ମୋଚିତ ହୋଇ ଥିଲା।ଆଜି ପୁଣି ରାଜଭବନ ,ଭୁବନେଶ୍ୱର ଠାରେ ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗ ଏହି ପୁସ୍ତକ ଟି ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ସଂପର୍କରେ ଏକ ଅତ୍ୟନ୍ତ ଉପାଦେୟ ଗ୍ରନ୍ଥ। ଶ୍ରୀ ଜଗନ୍ନାଥ ଚେତନାର ଜଣେ ଅଗ୍ରଣୀ ବିଶେଷଜ୍ଞ ଶ୍ରୀମହାପାତ୍ର ଜଣେ ଉଚ୍ଚପଦସ୍ଥ ସରକାରୀ ଅଧିକାରୀ ଥିଲେ ଓ ଅବସର ଗ୍ରହଣ ପରେ ପୁରୀରେ “ଶ୍ରୀ ଜଗନ୍ନାଥ ଗବେଷଣା କେନ୍ଦ୍ର”ସ୍ଥାପନ କରିଥିଲେ।ସେ ଏହାର ସଂପାଦକ ଭାବେ କାର୍ଯ୍ୟ କରି ଅନେକ ଗୁଡିଏ ଉପାଦେୟ ପୁସ୍ତକ ମଧ୍ୟ ପ୍ରକାଶ କରିଥିଲେ।ଶ୍ରୀଯୁକ୍ତ ମହାପାତ୍ର ଏକଦା ଶ୍ରୀମନ୍ଦିର ର ମୁଖ୍ୟ ପ୍ରଶାସକ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ।ଏତଦ୍ ବ୍ୟତୀତ ଶ୍ରୀ ଜଗନ୍ନାଥ ମନ୍ଦିର ର ଉନ୍ନତି ସଂପର୍କିତ ପ୍ରଶାସନିକ କମିଟି ର ସ୍ୱତନ୍ତ୍ର ଅଧିକାରୀମଧ୍ୟ ଥିଲେ।ଏହି ଉପାଦେୟ ପୁସ୍ତକ ଟି ପୂର୍ବରୁ ଓ ଏବେ ଶ୍ରୀ ଜଗନ୍ନାଥ ଗବେଷଣା କେନ୍ଦ୍ର ଦ୍ୱାରା ପ୍ରକାଶିତ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!