Friday, September 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯାହାକୁ ଭଲ ପାଉଥିଲା ତାକୁ ପୋଡ଼ି ମାରି ଦେଲା

by ସଞ୍ଜୟ ସ୍ୱାଇଁ
July 28, 2021
in Crime, State
ଯାହାକୁ ଭଲ ପାଉଥିଲା ତାକୁ ପୋଡ଼ି ମାରି ଦେଲା
85
VIEWS
Share on FacebookShare on Twitter

ଗଞ୍ଜାମ, (ବାଘୁଆବାର୍ତ୍ତା): ପ୍ରେମିକ ସାଜିଲା ପିଶାଚ । ଯାହାକୁ ଭଲ ପାଉଥିଲା ତାକୁ ପୋଡ଼ି ମାରି ଦେଲା । ଯୁବତୀଙ୍କୁ ଜୀଅନ୍ତା ଜାଳି ଦେଇଥିବା ଅଭିଯୋଗ । ଏଭଳି ବାଭତ୍ସ ଓ ହୃଦୟବିଦାରକ ଘଟଣା ସାମନାକୁ ଆସିଛି ଗଞ୍ଜାମ ଜିଲ୍ଲା ପୋଲସରା ଅଞ୍ଚଳରୁ । ଚିକିତ୍ସାଧୀନ ଅବସ୍ଥାରେ ଯୁବତୀଙ୍କର ମୃତ୍ୟୁ ହୋଇଛି । ଅଭିଯୋଗ ହୋଇଛି, ପ୍ରତାପପୁର ଗାଁର କୃଷ୍ଣଚନ୍ଦ୍ର ସାହୁ ପୋଲସରା ଅଞ୍ଚଳର ଯୁବତୀଙ୍କୁ ଭଲ ପାଉଥିଲେ । କଥା ହେବା ବାହାନାରେ ଯୁବତୀଙ୍କୁ ଏକ ପରିତ୍ୟକ୍ତ ଘରକୁ ଡାକିଥିଲେ । ପରେ ଯୁବତୀଙ୍କ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲା କୃଷ୍ଣଚନ୍ଦ୍ର । ଅର୍ଦ୍ଧଦଗ୍ଧ ଅବସ୍ଥାରେ ଯୁବତୀଙ୍କୁ ଉଦ୍ଧାର କରି ବ୍ରହ୍ମପୁର ଏମକେସିଜିରେ ଭର୍ତ୍ତି କରାଯାଇଥିଲା । ଜୀବନ ସହ ସଂଗ୍ରାମ କରି ଶେଷରେ ଆଖି ବୁଜିଛନ୍ତି ଯୁବତୀ । ପୋଲିସ ତାଙ୍କର ମୃତ୍ୟୁକାଳୀନ ବୟାନ ରେକର୍ଡ କରିଛି । ଅଭିଯୁକ୍ତ କୃଷ୍ଣଚନ୍ଦ୍ରକୁ କେଶପୁର ଛକରୁ ଗିରଫ କରିଛି ପୁରୁଷୋତ୍ତମପୁର ଥାନା ପୋଲିସ । ଏହି ଘଟଣା ସମଗ୍ର ଗଞ୍ଜାମ ଜିଲ୍ଲାରେ ଚାଞ୍ଚଲ୍ୟ ଖେଳାଇ ଦେଇଛି । ପ୍ରଶ୍ନ ଉଠୁଛି, ଏମିତି କାହିଁକି କଲା କୃଷ୍ଣଚନ୍ଦ୍ର ? କେଉଁଠି ପ୍ରେମ ପାଇଁ ପ୍ରେମିକ ଜୀବନ ଦେଇ ଦେଉଛି । କିନ୍ତୁ କୃଷ୍ଣଚନ୍ଦ୍ର ପ୍ରେମରେ କଳଙ୍କ ବୋଳି ଦେଇଛି । ଯାହାକୁ ପ୍ରେମ କରୁଥିଲା ତାକୁ ଏମିତି ନୃଶଂସ ଭାବରେ ମାରିବାକୁ ଟିକେ ବି କୁଣ୍ଠାବୋଧ କଲାନି କେମିତି ?

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!