Friday, September 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନବ ବିବାହିତାର ମଥାରୁ ଲିଭିଲା ସିନ୍ଦୂର, ମାତ୍ର ଶହେ ଟଙ୍କା ପାଇଁ ଜୀବନ ହାରିଲେ ସ୍ୱାମୀ

by ସଞ୍ଜୟ ସ୍ୱାଇଁ
July 28, 2021
in Crime, State
ନବ ବିବାହିତାର ମଥାରୁ ଲିଭିଲା ସିନ୍ଦୂର, ମାତ୍ର ଶହେ ଟଙ୍କା ପାଇଁ ଜୀବନ ହାରିଲେ ସ୍ୱାମୀ
175
VIEWS
Share on FacebookShare on Twitter

ବୁଗୁଡ଼ା, (ବାଘୁଆବାର୍ତ୍ତା): ମଦ ଉଜାଡ଼ି ଦେଲା ପରିବାର । ନବ ବିବାହିତାର ମଥାରୁ ଲିଭିଗଲା ସିନ୍ଦୂର । ମାତ୍ର ଶହେ ଟଙ୍କା ପାଇଁ ଜୀବନ ହାରିଲେ ସ୍ୱାମୀ । ଏଭଳି ଏକ ଅଭାବନୀୟ ଘଟଣା ବୁଗୁଡ଼ା ଥାନା ଅନ୍ତର୍ଗତ ଗୋଲିଆ ଗ୍ରାମରେ ଘଟିଛି । ମୃତକ ନୂଆଁବନ୍ଧ ସାହିର ଭାସ୍କର ପଲେଇଙ୍କ ମଝିଆ ପୁଅ ନିରାକାର (୨୪) ବୋଲି ଜଣାପଡିଛି। ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଦତନ୍ତ ଚଳାଇଛି । ୩ ମାସ ତଳେ ପୋଲସରା ଥାନା ଅଧୀନରେ ନିରାକାର ବିବାହ କରିଥିଲେ । ମଦ ପିଇବା ପାଇଁ ସ୍ତ୍ରୀଙ୍କୁ ଶହେ ଟଙ୍କା ମାଗି ଥିଲେ । ସେ ଟଙ୍କା ଦେବାକୁ ମନା କରିବାରୁ ନିରାକାର ଘର ଭିତରେ କବାଟ ବନ୍ଦ କରି ବେକରେ ରସି ଲଗାଇ ଆତ୍ମହତ୍ୟା କରିଥିବା ମାଆ ନିଶା ପଲେଇ ଅଭିଯୋଗ କରିଛନ୍ତି । ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ପରେ ଶବ ବ୍ୟବଚ୍ଛେଦ ପାଇଁ ନିକଟସ୍ଥ ହସ୍ପିଟାଲକୁ ପଠାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!