Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜାରି ରହିଛି ପି. ଭି. ସିନ୍ଧୁଙ୍କ ବିଜୟ ଅଭିଯାନ

by ସଞ୍ଜୟ ସ୍ୱାଇଁ
July 28, 2021
in NATIONAL NEWS, Sports, WORLD
ଜାରି ରହିଛି ପି. ଭି. ସିନ୍ଧୁଙ୍କ ବିଜୟ ଅଭିଯାନ
40
VIEWS
Share on FacebookShare on Twitter

ଟୋକିଓ, (ବାଘୁଆବାର୍ତ୍ତା): ଅଲିମ୍ପିକ୍ସ ବ୍ୟାଡମିଣ୍ଟନରେ ପି. ଭି. ସିନ୍ଧୁଙ୍କ ବିଜୟ ଅଭିଯାନ ଜାରି ରହିଛି । ମହିଳା ସିଙ୍ଗଲ୍ସର ଦ୍ୱିତୀୟ ଗ୍ରୁପ୍ ମ୍ୟାଚରେ ବିଜୟୀ ହୋଇଛନ୍ତି । ହଂକଂ ପ୍ରତିଯୋଗୀ ଚେଉଙ୍ଗ ନ୍ୟାଙ୍ଗଙ୍କୁ ୨୧-୯, ୨୧-୧୬ ସେଟରେ ପରାସ୍ତା କରିଛନ୍ତି । ଏହି ବିଜୟ ସହ ସେ ରାଉଣ୍ଡ ୧୬କୁ ଉନ୍ନୀତ ହୋଇଛନ୍ତି । ପ୍ରଥମ ସେଟକୁ ଖେଳ ଆରମ୍ଭର ମାତ୍ର ୧୫ ମିନିଟ ଭିତରେ ୨୧-୯ରେ ଜିତି ନେଇଥିଲେ ସିନ୍ଧୁ । ଦ୍ୱିତୀୟ ସେଟରେ ହଂକଂ ପ୍ରତିଯୋଗୀ ଲଢ଼େଇ କରିଥିଲେ । ତେବେ ଦ୍ୱିତୀୟ ସେଟକୁ ବି ନିଜ ହାତ ମୁଠାରେ ରଖିଥିଲେ ସିନ୍ଧୁ । ଟୋକିଓ ଅଲିମ୍ପିକ୍ସର ପ୍ରଥମ ମ୍ୟାଚରେ ଇସ୍ରାଏଲ୍ ପ୍ରତିଯୋଗୀଙ୍କୁ ପରାସ୍ତ କରିଥିଲେ । ଏହି ବିଜୟ ସହ ନକଆଉଟ୍ ରାଉଣ୍ଡ ଅଭିମୁଖେ ଅଭିଯାନ ଆରମ୍ଭ କରିଛନ୍ତି ପି. ଭି. ସିନ୍ଧୁ ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!