Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଉପାନ୍ତ ଅଞ୍ଚଳରେ ପହଞ୍ଚିଲେ ୫ଟି ସଚିବ

by ସଞ୍ଜୟ ସ୍ୱାଇଁ
July 28, 2021
in Planning and Development, State
ଉପାନ୍ତ ଅଞ୍ଚଳରେ ପହଞ୍ଚିଲେ ୫ଟି ସଚିବ
114
VIEWS
Share on FacebookShare on Twitter

ନବରଙ୍ଗପୁର, (ବାଘୁଆବାର୍ତ୍ତା): ଉପାନ୍ତ ଅଞ୍ଚଳର ବିଭିନ୍ନ ଉନ୍ନୟନ ମୂଳକ କାମର ସମୀକ୍ଷା କରିବା ପାଇଁ ଆଜି ୫ଟି ସଚିବ ପହଞ୍ଚିଛନ୍ତି । ଦିନିକିଆ ନବରଙ୍ଗପୁର ଓ କୋରାପୁଟ ଜିଲ୍ଲା ଗସ୍ତ କରିଛନ୍ତି । ଗସ୍ତ ସମୟରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ସହିତ ୫ଟି ସଚିବ ଭି.କେ ପାଣ୍ଡିଆନ, ଜଳ ସଂପଦ ବିଭାଗର ପ୍ରମୁଖ ସଚିବ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଆର୍.ଭିନିଲ କ୍ରିଷ୍ଣାଙ୍କ ସମେତ ଏନଏଚଏମ ନିର୍ଦ୍ଦେଶିକା ସାଳିନୀ ପଣ୍ଡିତ। ସକାଳ ୯ ଟାରେ ଜୟପୁରରେ ପହଞ୍ଚିଛନ୍ତି। ପରେ ଆମ୍ବାଗୁଡା ଯାଇ ସେଠାରେ ୫ଟି ଅଧିନରେ ଥିବା ସ୍କୁଲ ବୁଲି ଦେଖିବା ପରେ ନବରଙ୍ଗପୁର ଜିଲ୍ଲା ଗସ୍ତରେ ଯିବେ। ସେଠାରେ ବିଭିନ୍ନ ଉନ୍ନୟନମୂଳକ କାମର ସମୀକ୍ଷା କରିବା ପରେ କୋରାପୁଟ ଯିବେ । ଏଠାରେ ସହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜର ସ୍ଥିତି ଅନୁଧ୍ୟାନ କରିବେ । ଏହାପରେ କୋଭିଡ ସ୍ଥିତି ମଧ୍ୟ ସମୀକ୍ଷା କରିବାର କାର୍ୟ୍ୟକ୍ରମ ରହିଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!