Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ୱୟଂ ସହାୟିକା ଗୋଷ୍ଠୀ ଗୃହ ନିମନ୍ତେ ଶିଳାନ୍ୟାସ

by ସଞ୍ଜୟ ସ୍ୱାଇଁ
July 28, 2021
in Nayagarh, Planning and Development, State
ସ୍ୱୟଂ ସହାୟିକା ଗୋଷ୍ଠୀ ଗୃହ ନିମନ୍ତେ ଶିଳାନ୍ୟାସ
966
VIEWS
Share on FacebookShare on Twitter

ଓଡ଼ଗାଁ, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ଅନ୍ତର୍ଗତ କୁରାଳ ଏବଂ ସାକେରି ଗ୍ରାମର ସ୍ୱୟଂ ସହାୟକ ଗୋଷ୍ଠୀର ସ୍ଥାୟୀ ଗୃହ ନିମନ୍ତେ ଶିଳାନ୍ୟାସ କରାଯାଇଛି । ଆଜିର କାର୍ୟ୍ୟକ୍ରମରେ ନୟାଗଡ଼ ଜିଲ୍ଲା ମହିଳା ଜନତା ଦଳ ସଭାପତି ବିରଜାଲକ୍ଷ୍ମୀ ସାହୁ ଯୋଗ ଦେଇ ନୂତନ ଗୃହ ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ ସରକାରଙ୍କର ଜନହିତକର ଏବଂ ଲୋକାଭିମୁଖୀ କାର୍ୟ୍ୟକ୍ରମ ସମ୍ପର୍କରେ ଆଲୋଚନା କରିଥିଲେ । ଆଗାମୀ ଦିନରେ ସହରାଞ୍ଚଳ ପରି ଗ୍ରାମାଞ୍ଚଳରେ କିପରି ସମସ୍ତ ସୁବିଧା ସୁଯୋଗ ମହିଳାମାନେ ପାଇପାରିବେ ସେ ନେଇ ଗୁରୁତ୍ୱାରୋପ କରିଥିଲେ । ବିଶେଷ କରି ମିଶନଶକ୍ତି ମହିଳାମାନଙ୍କୁ ସଶକ୍ତ କରିବା ନିମନ୍ତେ ରାଜ୍ୟସରକାର ସଦାସର୍ବଦା ଚେଷ୍ଟିତ ବୋଲି କହିଥିଲେ । ନିଜସ୍ୱ ଗୃହ ନିର୍ମାଣ ପାଇଁ ଭୂମିପୂଜନ ହେବାପରେ ମହିଳାମାନଙ୍କ ମଧ୍ୟରେ ଏହା ନୂତନ ଉତ୍ସାହ ଆଣିଦେଇଛି। ଆଜିର କାର୍ୟ୍ୟକ୍ରମରେ ବ୍ଲକ ସଭାନେତ୍ରୀ ନିବେଦିତା ଦାସ, ବ୍ଲକ ଅଧ୍ୟକ୍ଷା ମମତା ବେହେରା, କୁରାଳ ସରପଞ୍ଚ ଝିଲି ପ୍ରଧାନ, ଜିଲ୍ଲା ପରିଷଦ ସଭ୍ୟ ବିଭୁ ପ୍ରସାଦ ସାହୁ, ଲୋକନାଥ ସାହୁ, ସମିତିସଭ୍ୟ ହରପ୍ରସାଦ ମହାପାତ୍ର ଏବଂ ଶତାଧିକ ମହିଳା ଉପସ୍ଥିତ ଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!