Sunday, October 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବକ୍ସିଂରେ ପୂଜା, ତୀରନ୍ଦାଜରେ ଦୀପିକାଙ୍କ କମାଲ

by ସଞ୍ଜୟ ସ୍ୱାଇଁ
July 28, 2021
in NATIONAL NEWS, Sports, WORLD
ବକ୍ସିଂରେ ପୂଜା, ତୀରନ୍ଦାଜରେ ଦୀପିକାଙ୍କ କମାଲ
103
VIEWS
Share on FacebookShare on Twitter

ଟୋକିଓ, (ବାଘୁଆବାର୍ତ୍ତା): ଟୋକିଓ ଅଲିମ୍ପିକ୍ସରେ ବୁଧବାର ପୁନର୍ବାର ଭାରତୀୟ ମହିଳା ଆଥଲେଟମାନେ ଭଲ ପ୍ରଦର୍ଶନ କରିଛନ୍ତି । ବକ୍ସିଂ ୭୫ କିଲୋଗ୍ରାମ ବିଭାଗରେ ପୂଜା ରାନୀ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି । ଆଉ ଗୋଟିଏ ମ୍ୟାଚ ଜିତିଲେ ପଦକ ହାସଲ କରିବେ । ସେହିପରି ବ୍ୟାଡମଂଟନରେ ପିଭି ସିନ୍ଧୁ ଓ ତୀରନ୍ଦାଜରେ ଦୀପିକା କୁମାରୀ ସିଙ୍ଗଲ୍ସ ପ୍ରି-କ୍ୱାର୍ଟରକୁ ଉନ୍ନୀତ ହୋଇଛନ୍ତି । ପୂଜା ଆଲଜେରିଆର ଇଚରାକ ଚାଇବଙ୍କୁ ୫-୦ରେ ପରାସ୍ତ କରିଥିଲେ । ଗତକାଲି ୬୯ କିଗ୍ରା ବିଭାଗରେ ଲଭଲିନା ବୋରଗାହନ କ୍ୱାର୍ଟର ଫାଇନାଲକୁ ଉନ୍ନୀତ ହୋଇ ସାରିଛନ୍ତି । ଦୀପିକା ସିଙ୍ଗଲ୍ସ ବିଭାଗରେ ଆମେରିକାର ମୁସିନୋ ଫର୍ଣ୍ଣାଣ୍ଡିଜଙ୍କୁ ୬-୪ରେ ପରାସ୍ତ କରିଥିଲେ । ବ୍ୟାଡମିଂଟନ ପୁରୁଷ ସିଙ୍ଗଲ୍ସରେ ବିସାଇ ପ୍ରଣୀଥଙ୍କ ଅଭିଯାନ ଶେଷ ହୋଇଛି । ସେ ନେଦରଲାଣ୍ଡ ମାର୍କ କାଲଜାଉଙ୍କ ନିକଟରୁ ୧୪-୨୧, ୧୪-୨୧ରେ ପରାଜିତ ହୋଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!