Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜୁଲାଇ ୩୧ରେ ପ୍ରକାଶ ପାଇବ ଉଚ୍ଚ ମାଧ୍ୟମିକ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ

by ସଞ୍ଜୟ ସ୍ୱାଇଁ
July 28, 2021
in Feature News
ଜୁଲାଇ ୩୧ରେ ପ୍ରକାଶ ପାଇବ  ଉଚ୍ଚ ମାଧ୍ୟମିକ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ
170
VIEWS
Share on FacebookShare on Twitter

ଭୁବନେଶ୍ୱର, ୨୦୨୧ ମସିହା ବାର୍ଷିକ ଉଚ୍ଚ ମାଧ୍ୟମିକ ପରୀକ୍ଷାର ବିଜ୍ଞାନ ଓ ବାଣିଜ୍ୟ ଶିକ୍ଷା ପାଠ୍ୟକ୍ରମର ଫଳ ଚଳିତ ଜୁଲାଇ ୩୧ ତାରିଖ ସନ୍ଧ୍ୟାରେ ପ୍ରକାଶ ପାଇବ । କଳା ଏବଂ ଧନ୍ଦାମୂଳକ ପାଠ୍ୟକ୍ରମର ଆବଶ୍ୟକୀୟ କାଗଜପତ୍ର ଯାଞ୍ଚ କରିବାରେ ଅଧିକ ସମୟର ଆବଶ୍ୟକତା ଦୃଷ୍ଟିରୁ ଏହାର ଫଳ ପ୍ରକାଶନ ପାଇଁ ତ୍ୱରିତ ପଦକ୍ଷେପ ଗ୍ରହଣ କରାଯାଉଛି । ଏହି ଉଭୟ ପାଠ୍ୟକ୍ରମର ଫଳାଫଳ ଜୁଲାଇ ୩୧ ତାରିଖ ପରେ ପ୍ରକାଶ ପାଇବ । ଏଥି ପାଇଁ ଅନୁମତି ନିମନ୍ତେ ମାନ୍ୟବର ସୁପି୍ରମ କୋର୍ଟଙ୍କ ନିକଟରେ ପରିଷଦ ତରଫରୁ ସମୟ ଯାଚିକା ଦାଖଲ କରାଯାଇଛି । କଳା ଓ ଧନ୍ଦାମୂଳକ ପାଠ୍ୟକ୍ରମର ପରୀକ୍ଷା ଫଳ ଖୁବ୍‌ଶୀଘ୍ର ପ୍ରକାଶନ ପାଇଁ ପରିଷଦ ତରଫରୁ ସମସ୍ତ ପ୍ରକାର ପ୍ରସ୍ତୁତି ଜାରି ରହିଛି ବୋଲି ଉଚ୍ଚ ମାଧ୍ୟମିକ ପରିଷଦ ସୂତ୍ରରୁ ପ୍ରକାଶ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!