Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଧାୟକ ଦେଉଛନ୍ତି ମାଟ୍ରିକ ପରୀକ୍ଷା

by ସଞ୍ଜୟ ସ୍ୱାଇଁ
July 30, 2021
in Education, State
ବିଧାୟକ ଦେଉଛନ୍ତି ମାଟ୍ରିକ ପରୀକ୍ଷା
236
VIEWS
Share on FacebookShare on Twitter

ଭଞ୍ଜନଗର, (ବାଘୁଆବାର୍ତ୍ତା): ଆଜିଠୁ ମାଟ୍ରିକ୍‌ ଅଫଲାଇନ୍‌ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ଅସନ୍ତୁଷ୍ଟ ଥିବା ୧୫ ହଜାରରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି। ଏହା ମଧ୍ୟରେ ତିନି ତିନି ଥର ବିଧାୟକ ହୋଇଥିବା ଗଞ୍ଜାମ ଜିଲ୍ଲା ସୋରଡ଼ା ବିଧାୟକ ପୂର୍ଣଚନ୍ଦ୍ର ସ୍ୱାଇଁ ମଧ୍ୟ ମାଟ୍ରିକ ପରୀକ୍ଷା ଦେଉଛନ୍ତି। ସୋରଡ଼ା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କେନ୍ଦ୍ରରେ ପରୀକ୍ଷା ଦେଉଛନ୍ତି ଶାସକ ଦଳ ବିଧାୟକ ପୂର୍ଣ ଚନ୍ଦ୍ର ସ୍ୱାଇଁ। ବିଧାୟକ ପୂର୍ଣ ଚନ୍ଦ୍ର ସ୍ୱାଇଁ ଅନେକ ଥର ମାଟ୍ରିକ ପରୀକ୍ଷା ଦେବା ପାଇଁ ଚେଷ୍ଟା କରିଥିଲେ ମଧ୍ୟ ପାରିବାରିକ, ରାଜନୈତିକ, ଲୋକଙ୍କ ସମାଜସେବା ଭିତରେ ରହି ସୁଯୋଗ ପାଇ ପାରିନଥିଲେ। କିନ୍ତୁ ଆଜି ସେ ମାଟ୍ରିକ ପରୀକ୍ଷା ଦେବା ପାଇଁ ନିଜର ଆଡ଼ମିଟ କାର୍ଡ ଧରି ପରୀକ୍ଷା କେନ୍ଦ୍ରରେ ପ୍ରବେଶ କରିଛନ୍ତି। ବିଧାୟକଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଥିବାରୁ ତାଙ୍କ ପାଇଁ ଏକ ଆଇସୋଲେସନ ୱାର୍ଡରେ ବସି ପରୀକ୍ଷା ଦେବାର ବ୍ୟବସ୍ଥା କରିଛନ୍ତି ସ୍କୁଲ କର୍ତ୍ତୃପକ୍ଷ। ଆଜି ଅଫଲାଇନ୍‌ ପରୀକ୍ଷା ଦେବା ପାଇଁ ସୋରଡ଼ା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟକୁ ମୋଟ ୩୩ ଜଣ ଛାତ୍ରଛାତ୍ରୀ ଆସିଥିବା ଜଣାପଡିଛି। ସେମାନଙ୍କ ଥର୍ମାଲ ସ୍କ୍ରିନିଂ କରିବା ସହିତ ସାନିଟାଇଜର ବ୍ୟବହାର କରାଯାଇ ସ୍କୁଲ ଭିତରକୁ ଛଡା ଯାଇଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!