Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡ଼ିଶାରେ କରୋନା ସ୍ଥିତି ଓ ଅନଲକ୍ ନେଇ ପ୍ରତିକ୍ରିୟା ରଖିଲେ ଡିଏମଇଟି, ରାଜ୍ୟରେ ଅନଲକ୍ ହେବ ନାହିଁ

by ସଞ୍ଜୟ ସ୍ୱାଇଁ
July 30, 2021
in Planning and Development, State
ଓଡ଼ିଶାରେ କରୋନା ସ୍ଥିତି ଓ ଅନଲକ୍ ନେଇ ପ୍ରତିକ୍ରିୟା ରଖିଲେ ଡିଏମଇଟି, ରାଜ୍ୟରେ ଅନଲକ୍ ହେବ ନାହିଁ
406
VIEWS
Share on FacebookShare on Twitter

ଭୁବନେଶ୍ଵର, (ବାଘୁଆବାର୍ତ୍ତା): ଓଡ଼ିଶାରେ କରୋନା ସ୍ଥିତି ଓ ଅନଲକ୍ ନେଇ ପ୍ରତିକ୍ରିୟା ରଖିଲେ ଡିଏମଇଟି ସିବିକେ ମହାନ୍ତି। ସେ କହିଛନ୍ତି ଯେ, ରାଜ୍ୟରେ ଅନଲକ୍ ହେବ ନାହିଁ । ବର୍ତ୍ତମାନ ରାଜ୍ୟରେ ଅନଲକ୍ ହେଲା ଭଳି ସ୍ଥିତି ନାହିଁ। ଅଗଷ୍ଟ ମାସ ପାଇଁ ଆସନ୍ତାକାଲି ଗାଇଡଲାଇନ୍ ଘୋଷଣା ହେବ। ସେ ନେଇ କମିଟି ନିଷ୍ପତି ନେବେ ବୋଲି ଡିଏମଇଟି କହିଛନ୍ତି। ଡିଏମଇଟି ପୁଣି କହିଛନ୍ତି ଯେ, କଟକ ଭୁବନେଶ୍ଵରରେ କରୋନା ସ୍ଥିତି ସ୍ଥିର ରହିଛି। ଆଗରୁ ୫ ଶହ ଉପରେ ପିଜେଟିଭ୍ ସଂଖ୍ୟା ରହୁଥିଲା। ଏବେ ୪ ଶହରେ ପଜେଟିଭ ସଂଖ୍ୟା ରହିଛି । ବର୍ତ୍ତମାନ ପୁରା ଖୋଲା ଛଡ଼ାଯାଇ ପାରିବ ନାହିଁ। ସେହିପରି ରାଜଧାନୀରେ ଡେଙ୍ଗୁ ସ୍ଥିତି ନେଇ କହିଛନ୍ତି ଯେ, ରାଜ୍ୟରେ ସମସ୍ତ ହସ୍ପିଟାଲରେ ସ୍ଵତନ୍ତ୍ର ୱାର୍ଡ ଖୋଲିବା ପାଇଁ ନିର୍ଦେଶ ଦିଆଯାଇଛି। ଡି ୨ ଷ୍ଟ୍ରେନ ନେଇ ଆତଙ୍କ ସୃଷ୍ଟି କରନ୍ତୁ ନାହିଁ। ଏହା ଆଗରୁ ଥିଲା ବୋଲି କହିଛନ୍ତି ଡିଏମଇଟି ସିବିକେ ମହାନ୍ତି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!