Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅନ୍‌ଲାଇନ୍‌ରେ ଆବେଦନ କରି ଜନ୍ମ, ମୃତ୍ୟୁ ପ୍ରମାଣପତ୍ର ସାର୍ଟିଫିକେଟ୍‌ ପାଇପାରିବେ

by ସଞ୍ଜୟ ସ୍ୱାଇଁ
July 30, 2021
in Planning and Development, State
ଅନ୍‌ଲାଇନ୍‌ରେ ଆବେଦନ କରି ଜନ୍ମ, ମୃତ୍ୟୁ ପ୍ରମାଣପତ୍ର ସାର୍ଟିଫିକେଟ୍‌ ପାଇପାରିବେ
245
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜଧାନୀବାସୀ ଏଣିକି ସହଜରେ ଜନ୍ମ ଏବଂ ମୃତ୍ୟୁ ସାର୍ଟିଫିକେଟ୍‌ ପାଇପାରିବେ । ଘରେ ବସି ଅନ୍‌ଲାଇନ୍‌ରେ ଆବେଦନ କରିବା ସହ ଅନ୍‌ଲାଇନ୍‌ରେ ସାର୍ଟିଫିକେଟ୍‌ ପାଇବେ । ଏନେଇ ସେମାନଙ୍କୁ ବିଏମ୍‌ସି ଅଫିସ ଯିବାକୁ ପଡିବନି । ୱେବ୍‌ସାଇଟ୍‌ ମାଧ୍ୟମରେ ଆବେଦନ କରିବା ପରେ ସେମାନଙ୍କୁ ଏହି ସାର୍ଟିଫିକେଟ୍‌ ଯୋଗାଇ ଦିଆଯିବ । ଏନେଇ ଆଜି ବିଏମ୍‌ସି ପକ୍ଷରୁ ଟ୍ୱିଟ୍‌ ଯୋଗକ୍ଷ ସୂଚନା ଦିଆଯାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!