Friday, September 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୫ ବର୍ଷର ଶିଶୁକୁ ହତ୍ୟା

by ସଞ୍ଜୟ ସ୍ୱାଇଁ
July 31, 2021
in Crime, State
ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୫ ବର୍ଷର ଶିଶୁକୁ ହତ୍ୟା
134
VIEWS
Share on FacebookShare on Twitter

ମାଲକାନଗିରି, (ବାଘୁଆବାର୍ତ୍ତା): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟାକାଣ୍ଡ । ମାଲକାନଗିରି ଜିଲ୍ଲା ଏମଭି ୧୯ ଗ୍ରାମରେ ଘଟିଛି ଏପରି ଏକ ଅଭାବନୀୟ ଘଟଣା । ୫ ବର୍ଷର ନାବାଳକଙ୍କୁ ହତ୍ୟା କରିବା ପରେ ଶବକୁ ନିଜ ଘର ଭିତରେ ଲୁଚାଇ ରଖିଥିଲେ ହତ୍ୟାକାରୀ । ଏମଭି ୧୯ ଗ୍ରାମର ନାବାଳକ ଅଙ୍କିତ ମଣ୍ଡଳ ଶୁକ୍ରବାରଠାରୁ ନିଖୋଜ ଥିଲେ । ଏ ନେଇ ପରିବାର ଲୋକେ ଆଜି ଆଦର୍ଶ ଥାନାରେ ଏତଲା ଦେଇଥିଲେ । ତେବେ ପୋଲିସ ଗାଁରେ ପହଞ୍ଚି ତଦନ୍ତ କରିବା ସମୟରେ ହତ୍ୟାକାରୀ ବିକାଶ ରାୟ ନିଜେ ଥାନାରେ ଆସି ଆତ୍ମସମର୍ପଣ କରିଛି । ନାବାଳକଙ୍କୁ ହତ୍ୟା କରି ବିକାଶ ରାୟ ମୃତଦେହକୁ କମ୍ବଳ ଘୋଡାଇ ନିଜ ଘରେ ଲୁଚାଇ ରଖିଥିଲେ । ତେବେ ପୋଲିସ ଶବ ଉଦ୍ଧାର କରିବା ସହ ବ୍ୟବଚ୍ଛେଦ ପାଇଁ ଡାକ୍ତରଖାନାକୁ ପଠାଇଛି । ଗାଁରେ ଉତ୍ତେଜନା ଲାଗି ରହିଥିବା ବେଳେ ପୋଲିସ ସେଠାରେ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରୁଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!