Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସରକାରୀ ସ୍କୁଲରେ ହେବ ଇ-ଉପସ୍ଥାନ

by ସଞ୍ଜୟ ସ୍ୱାଇଁ
July 31, 2021
in Education, State
ସରକାରୀ ସ୍କୁଲରେ ହେବ ଇ-ଉପସ୍ଥାନ
238
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟର ସମସ୍ତ ସରକାରୀ ସ୍କୁଲ ଶିକ୍ଷକ ଓ ଛାତ୍ରଛାତ୍ରୀଙ୍କ ଉପସ୍ଥାନ ଇ-ଉପସ୍ଥାନ ମାଧ୍ୟମରେ କରାଯିବ। ଏହି ଆପ ମାଧ୍ୟମରେ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଉପସ୍ଥାପନ ଅନଲାଇନ ମାଧ୍ୟମରେ ଜାଣିବା ସହ ସେମାନେ କି ପ୍ରକାର ମାଧ୍ୟମ ଯଥା-ସ୍ମାର୍ଟ ଫୋନ, କମ୍ପ୍ୟୁଟର, ସାଧାରଣ ମୋବାଇଲ ଫୋନ ବ୍ୟବହାର କରୁଛନ୍ତି ତାହା ମଧ୍ୟ ଜାଣିହେବ। ଏହି ଇ-ଉପସ୍ଥାନ କାର୍ୟ୍ୟକ୍ରମ ରାଜ୍ୟର ସମସ୍ତ ଜିଲ୍ଲାରେ ସୁଚାରୁରୂପେ କାର୍ୟ୍ୟକାରୀ କରିବା ପାଇଁ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀଙ୍କ ପାଇଁ ପ୍ରଶିକ୍ଷଣର ବ୍ୟବସ୍ଥା କରାଯାଇଛି। ଏହା ଶିକ୍ଷା ବ୍ୟବସ୍ଥାରେ ସଂସ୍କାର ଆଣିବା ପାଇଁ ଏକ ଅଭିନବ ପଦକ୍ଷେପ ବୋଲି ବୋଲି ଆପକୁ ଉନ୍ମୋଚନ କରି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!