Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅନିର୍ଦ୍ଦିଷ୍ଟ କାଳ ପର୍ୟ୍ୟନ୍ତ ବନ୍ଦ ରହିବ ବାଲି ପରିବହନ

by ସଞ୍ଜୟ ସ୍ୱାଇଁ
August 3, 2021
in Feature News
ଅନିର୍ଦ୍ଦିଷ୍ଟ କାଳ ପର୍ୟ୍ୟନ୍ତ ବନ୍ଦ ରହିବ ବାଲି ପରିବହନ
1.1k
VIEWS
Share on FacebookShare on Twitter

ଓଡ଼ଗାଁ,(ବାଘୁଆବାର୍ତ୍ତା): ବର୍ତ୍ତମାନର କରୋନା ମହାମାରୀ ସମୟରେ ହାଇୱା ଚାଳକ ଓ କର୍ମଚାରୀମାନେ ନାନା ଅସୁବିଧାରେ ରହିଛନ୍ତି । ସେମାନଙ୍କ ଜୀବନ ଜୀବିକା ଦୁର୍ବିସହ ହୋଇପଡ଼ିଛି । ଏହି ଦୁର୍ଦ୍ଦିନ ସମୟରେ କେନ୍ଦ୍ର ସରକାରଙ୍କର ଡିଜେଲ ଦର ବୃଦ୍ଧି ଅନେକଙ୍କୁ ବାଧୁଥିବା କହିଛନ୍ତି ନୟାଗଡ଼ ହାଇୱା ମାଲିକ ସଂଘ । ଏପରିକି ସେମାନଙ୍କ ଉପରେ ପଡ଼ି ରହିଥିବା ବକେୟା ଏବଂ ଅନ୍ୟାନ୍ୟ କର ଆଦାୟ କରିବାକୁ ପଛାଉ ନାହିଁ ସରକାର । ବର୍ତ୍ତମାନ ଡିଜେଲ ଦର ବୃଦ୍ଧି ହେବା ସହିତ ପରିବହନ ଭଡା କମ୍ ପାଇବା ଯୋଗୁ ହାଇୱା ମାଲିକମାନଙ୍କ ପାଇଁ ସମସ୍ୟା ଆହୁରି ବଢିଯାଇଛି । ଏହାକୁ ପାଥେୟ କରି ଗତକାଲି ଅପରାହ୍ନରେ ନୟାଗଡ଼ ଟ୍ରକ ଆସୋସିଏସନ ସଭା ଗୃହରେ ଜିଲ୍ଲା ହାଇୱା ମାଲିକ ସଂଘର ସଭାପତି ରାଜକିଶୋର ଜେନାଙ୍କ ଡ଼ାକରାରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି । ବୈଠକରେ ସର୍ବସମ୍ମତିକ୍ରମେ ଡିଜେଲ ଦର ହ୍ରାସ ନ ହେବା ଯାଏଁ ୧୦ ଦିନ ପର୍ୟ୍ୟନ୍ତ ସମଗ୍ର ଜିଲ୍ଲାରେ ବାଲି ପରିବହନ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି । ବୈଠକରେ ସମ୍ପାଦକ ପ୍ରକାଶ ଚନ୍ଦ୍ର ଜେନା ଏବଂ ଜିଲ୍ଲାର ସମସ୍ତ ୬୦ ଜଣ ହାଇୱା ମାଲିକ ଉପସ୍ଥିତ ଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!