Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ କଲେଜ ପରିଚାଳନା କମିଟି ପୁର୍ନଗଠିତ

by ସଞ୍ଜୟ ସ୍ୱାଇଁ
August 3, 2021
in Feature News
ନୟାଗଡ଼ କଲେଜ ପରିଚାଳନା କମିଟି ପୁର୍ନଗଠିତ
528
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ନିର୍ଦ୍ଦେଶରେ ନୟାଗଡ଼ ସ୍ୱଂୟ ଶାସିତ ମହାବିଦ୍ୟାଳୟ ପରିଚାଳନା କମିଟି ପୁର୍ନଗଠନ ହୋଇଛି । ଏହାର କାର୍ଯ୍ୟକାଳ ୩ ବର୍ଷ ପାଇଁ ରହିବ ବୋଲି ପ୍ରତସଂଖ୍ୟା ୨୯୯୫୦ରେ ଦର୍ଶା ଯାଇଛି । ନୂତନ ପରିଚାଳନା କମିଟି ସଭାପତି ଋପେ ଅବସରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ. ସୁରେଶ ଚନ୍ଦ୍ର ମିଶ୍ର, ସମ୍ପାଦକ ଭାବେ ମହାବିଦ୍ୟାଳୟର ଅଧ୍ୟକ୍ଷ ସୁରେଶ କୁମାର ପ୍ରଧାନ ରହିଥିବା ଜଣାଯାଇଛି । ସେହିଭଳି ଭାବେ ସମାଜସେବୀ ପ୍ରମୋଦ ପଟ୍ଟନାୟକ, ଆଇନଜୀବୀ ଦାଶରଥି ସାହୁ, ରାଜେନ୍ଦ୍ର କୁମାର ସାମନ୍ତରାୟ, ସୈାଦାମିନି ସ୍ୱାଇଁ, ଏମ୍. ଆଉରଙ୍ଗଜେବଙ୍କ ସହିତ ମହାବିଦ୍ୟାଳୟରୁ ଅଧ୍ୟାପକ ହିମାଂଶୁ ଶେଖର ପଟ୍ଟନାୟକ, ଶିବ ପ୍ରସାଦ ଦାଶ, ଉତ୍କଳ ବିଶ୍ୱ ବିଦ୍ୟାଳୟ ପକ୍ଷରୁ, ପ୍ରଫେସର ପି.କେ ହୋତା ସଭ୍ୟ ଭାବେ ମନୋନୀତ ହୋଇଛନ୍ତି । ୟୁଜିସି ଏବଂ ଡିପିଆଇଙ୍କ ପକ୍ଷରୁ ଅନୂ ଦୁଇ ଜଣ ସଭ୍ୟ ମନୋନୀତ ହେଲେ ପୂର୍ଣ୍ଣାଙ୍ଗ ପରିଚାଳନା କମିଟି ସଭ୍ୟ ସଂଖ୍ୟା ୧୨ରେ ପହଞ୍ଚିବ ବୋଲି ଜଣାଯାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!