Saturday, September 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସଟର ଓ ଗ୍ରିଲ ଭାଙ୍ଗି ନେଇଗଲେ ମଦ ଓ ଟଙ୍କା

by ସଞ୍ଜୟ ସ୍ୱାଇଁ
August 3, 2021
in Crime, State
ସଟର ଓ ଗ୍ରିଲ ଭାଙ୍ଗି ନେଇଗଲେ ମଦ ଓ ଟଙ୍କା
362
VIEWS
Share on FacebookShare on Twitter

ନୀଳଗିରି, (ବାଘୁଆବାର୍ତ୍ତା): ମଦ ଦୋକାନରୁ ବିପୁଳ ପରିମାଣର ମଦ ଚୋରି। ନୀଳଗିରି ଥାନା ଅଧିନ ସଜନାଗଡ଼ ଠାରେ ଥିବା ସରକାରୀ ବିଦେଶୀ ମଦ ଦୋକାନରୁ ଚୋରି ହୋଇଥିବା ଜଣାପଡିଛି। ଗତକାଲି ମଧ୍ୟ ରାତ୍ରରେ ଦୁର୍ବୁତ୍ତମାନେ ଦୋକାନର ସଟର ଓ ଗ୍ରିଲ ଭାଙ୍ଗି ମଦ ଓ ଟଙ୍କା ଚୋରୀ କରିଥିବା ଅଭିଯୋଗ ହୋଇଛି। ଖବର ପାଇ ନୀଳଗିରି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଥିବା ଦେଖିବାକୁ ମିଳିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!