Saturday, September 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ତ୍ରୀକୁ ହତ୍ୟା କଲା ସ୍ଵାମୀ, ଭାଇର ମୃତ୍ୟୁ ପରେ ଭାଉଜକୁ କରିଥିଲେ ବିବାହ

by ସଞ୍ଜୟ ସ୍ୱାଇଁ
August 4, 2021
in Crime, State
ସ୍ତ୍ରୀକୁ ହତ୍ୟା କଲା ସ୍ଵାମୀ, ଭାଇର ମୃତ୍ୟୁ ପରେ ଭାଉଜକୁ କରିଥିଲେ ବିବାହ
524
VIEWS
Share on FacebookShare on Twitter

ବ୍ରହ୍ମଗିରି, (ବାଘୁଆବାର୍ତ୍ତା): ସ୍ତ୍ରୀକୁ ହତ୍ୟା କଲା ପିଶାଚ ସ୍ଵାମୀ। ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ପଞ୍ଚଗୋଛିଆ ଗୌଡସାହିରେ ଘଟିଛି ଏଭଳି ନୃଶଂସ ହତ୍ୟାକାଣ୍ଡ। ଅଭିଯୁକ୍ତ ସ୍ଵାମୀକୁ ଅଟକ ରଖିଛି ପୋଲିସ। ହତ୍ୟାର କାରଣ ଅସ୍ପଷ୍ଟ ରହିଛି। ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ପଞ୍ଚଗୋଛିଆ ଗୌଡସାହିରେ ନୃଶଂସ ହତ୍ୟାକାଣ୍ଡ। ସ୍ତ୍ରୀକୁ ହତ୍ୟା କଲା ସ୍ଵାମୀ । ମୃତକ ଜଣଙ୍କ ହେଲେ ମାଳତୀ ଦେ । ଅଭିଯୁକ୍ତ ସ୍ଵାମୀ ପ୍ରଭାକର ଦେ ତାଙ୍କ ଭାଇଙ୍କ ମୃତ୍ୟୁ ପରେ ଭାଉଜ ମାଳତୀ ଦେଙ୍କୁ ବିବାହ କରିଥିଲେ। ହତ୍ୟାର କାରଣ ଅସ୍ପଷ୍ଟ ରହିଛି। ପାରିବାରିକ କଳହକୁ କେନ୍ଦ୍ର କରି ମାଳତୀଙ୍କୁ ପ୍ରଭାକର ହତ୍ୟା କରିଥିବା ଅନୁମାନ କରାଯାଉଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ସହ ଅଭିଯୁକ୍ତ ସ୍ଵାମୀକୁ ଅଟକ ରଖିଛି ପୋଲିସ। ଘଟଣାର ଅଧିକ ତଦନ୍ତ ଜାରି ରଖିଛି ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!