Monday, April 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦିନିକିଆ ବଲାଙ୍ଗୀର ଗସ୍ତରେ ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବ

by ସଞ୍ଜୟ ସ୍ୱାଇଁ
August 4, 2021
in Planning and Development, State
ଦିନିକିଆ ବଲାଙ୍ଗୀର ଗସ୍ତରେ ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବ
129
VIEWS
Share on FacebookShare on Twitter

ବଲାଙ୍ଗୀର, (ବାଘୁଆବାର୍ତ୍ତା): ଦିନିକିଆ ବଲାଙ୍ଗୀର ଗସ୍ତରେ ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବ । ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ୫ଟି ସଚିବ ଭି. କାର୍ତ୍ତିକେୟ ପାଣ୍ଡିଆନଙ୍କ ସମେତ ଏକ ଉଚ୍ଚସ୍ତରୀୟ ସଚିବ ସ୍ତରୀୟ ଟିମ୍ ବଲାଙ୍ଗୀର ଗସ୍ତ କରିଛି । ଗସ୍ତ ସମୟରେ ୫ଟି ସଚିବଙ୍କ ଉଚ୍ଚସ୍ତରୀୟ ଟିମ୍ ବଲାଙ୍ଗୀର ତୁଷୁରା ଏୟାରଷ୍ଟ୍ରିପରେ ପହଞ୍ଚିବେ । ସେଥରୁ ବାହାରି ପ୍ରଥମେ ଦେଓଗାଁ ପଞ୍ଚାୟତ ହାଇସ୍କୁଲ ପରିଦର୍ଶନ କରିବେ । ବଲାଙ୍ଗୀର ଠାରେ ରାଜ୍ୟ ସରକାରଙ୍କ ଅନୁଦାନରେ ନିର୍ମାଣ କାର୍ୟ୍ୟ ଚାଲିଥିବା ତରଳ ଅକ୍ସିଜେନ ପ୍ଲାଣ୍ଟସାଇଡ ବୁଲି କାର୍ୟ୍ୟ ତଦାରଖ କରିବା ସହ ପତିତପାବନ ହାଇସ୍କୁଲକୁ ଯିବା ସହ ବୁଲି ଦେଖିବାର ରହିଛି କାର୍ୟ୍ୟକ୍ରମ । ମେଡିକାଲ କଲେଜରେ ୫ଶହ ବେଡ ହସ୍ପିଟାଲର କାର୍ୟ୍ୟର ସମୀକ୍ଷା, ସେଠାରୁ ଲୋୟର ସୁକତେଲ ଜଳ ସେଚନ ପ୍ରକଳ୍ପ ସାଇଡ ପରିଦର୍ଶନ କରିବା ସହ ନିର୍ମାଣ କାର୍ୟ୍ୟର ସମୀକ୍ଷା କରିବା ସହ ଜିଲ୍ଲାର ଉନ୍ନୟନ କାର୍ୟ୍ୟର ତଦାରଖ କରିବା କାର୍ୟ୍ୟକ୍ରମ ରହିଥିବା ସୂଚନା ମିଳିଛି । ସେନେଇ ଜିଲ୍ଲାପାଳ ଚଞ୍ଚଳ ରାଣା, ଏସପି ନିତିନ କୁସଲକରଙ୍କ ସମେତ ଜିଲ୍ଲା ପ୍ରଶାସନର ବରିଷ୍ଠ ଅଧିକାରୀ ଗସ୍ତ ସୁଚି ଅନୁସାରେ ସୁରକ୍ଷା ବ୍ୟବସ୍ଥା ଆୟୋଜନ ପାଇଁ ସମୀକ୍ଷା କରି ସମସ୍ଥ ପ୍ରସ୍ତୁତି ହୋଇଛିନ । ୫ଟି ସଚିବଙ୍କ ଗସ୍ତସୂଚୀ ଅନୁସାରେ ସମସ୍ତ ସ୍ଥାନରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି ।

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026
୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ୍ ଛୁଟି:ପରବର୍ତ୍ତୀ ସମୟରେ ବଢ଼ିପାରେ !

୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ୍ ଛୁଟି:ପରବର୍ତ୍ତୀ ସମୟରେ ବଢ଼ିପାରେ !

April 19, 2026
ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

April 18, 2026
ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

April 18, 2026
ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

April 18, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!