Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭୁବନେଶ୍ୱର ଓ କଟକରେ କମୁନି ସଂକ୍ରମଣ

by ସଞ୍ଜୟ ସ୍ୱାଇଁ
August 4, 2021
in Health, State
ଭୁବନେଶ୍ୱର ଓ କଟକରେ କମୁନି ସଂକ୍ରମଣ
69
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ସଂକ୍ରମଣ ବଢୁଥିବା ରାଜ୍ୟରୁ ଫେରୁଥିବା ଲୋକମାନଙ୍କ ଉପରେ ସ୍ୱତନ୍ତ୍ର ନଜର ରଖାଯାଉଛି । ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କଡ଼ା ନଜର ରଖାଯାଇଛି । ଲକ୍ଷଣ ଥିବା ଲୋକଙ୍କୁ ନ ଆସିବା ପାଇଁ ପରାମର୍ଶ ଦିଆଯାଇଛି । ଯଦି କୌଣସି ଲୋକ ଗଳି ପଶି ଆସୁଛନ୍ତି ସେମାନଙ୍କୁ ଚିହ୍ନଟ କରାଯାଉଛି ବୋଲି ଡିଏମ୍‌ଟି ସିବିକେ ମହାନ୍ତି କହିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ, ଆମର ପ୍ରତି ସପ୍ତାହରେ ଏସିଏସଙ୍କ ଅଧ୍ୟକ୍ଷତାରେ ରାଜ୍ୟର ଟେଷ୍ଟିଂକୁ ନେଇ ରିଭ୍ୟୁ କରାଯାଉଛି । ପୂର୍ବ ସପ୍ତାହରେ କେତେ ଟେଷ୍ଟିଂ ହୋଇଛି । କଣ ସ୍ଥିତି ରହିଛି, ତାହାର ରିଭ୍ୟୁ କରାଯାଏ । ସ୍ଥିତିକୁ ସମୀକ୍ଷା କରିବା ପରେ ସମସ୍ତ ଜିଲ୍ଲାପାଳମାନଙ୍କୁ ଆରଟିପିସିଆର ଟେଷ୍ଟିଂ ବଢ଼ାଇବା ପାଇଁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ନିର୍ଦେଶ ଦିଆଯାଇଛି । ସେହିପରି କଟକ ଓ ଭୁବନେଶ୍ୱରରେ ସଂକ୍ରମଣ କମୁନଥିବାରୁ ଏହା ଉପରେ ସ୍ୱାସ୍ଥ୍ୟ ବିଭାଗ ଅଧିକ ଫୋକସ୍ କରୁଛି । ଲଗାତର ଭାବେ ଏହି ୨ଟି ସ୍ଥାନରେ ସର୍ଭେଲାନ୍ସ କରାଯାଉଛି । ଲଗାତର ଭାବେ ଲୋକଙ୍କୁ କରୋନା କଟକଣା ମାନିବାକୁ ଅନୁରୋଧ କରାଯାଉଛି । ଯଦି ଆମେ କରୋନା କଟକଣାକୁ ନମାନିବା, ତେବେ ଆଗାମୀ ଦିନରେ ପରିସ୍ଥିତି ଅଣାୟତ୍ତ ହୋଇପାରେ । ତେଣୁ ଆମେ ସତର୍କ ହେବା ଦରକାର ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!