Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭାରତ ପାଇଁ ବ୍ରୋଞ୍ଜ ହାସଲ କଲେ ବକ୍ସର ଲଭଲିନ୍

by ସଞ୍ଜୟ ସ୍ୱାଇଁ
August 4, 2021
in NATIONAL NEWS, Sports
ଭାରତ ପାଇଁ ବ୍ରୋଞ୍ଜ ହାସଲ କଲେ ବକ୍ସର ଲଭଲିନ୍
50
VIEWS
Share on FacebookShare on Twitter

ଟୋକିଓ, (ବାଘୁଆବାର୍ତ୍ତା): ଭାରତୀୟ ମହିଳା ବକ୍ସର ଲଭଲିନ୍ ବୋର୍ଗୋହେନ୍ ସେମିଫାଇନାଲରେ ହାରି ବ୍ରୋଞ୍ଜ ପଦକରେ ସନ୍ତୁଷ୍ଟ ହୋଇଛନ୍ତି । ମହିଳା ୱେଲ୍ଟର ସେମିରେ ତୁର୍କୀର ବୁସେନାଜ ସୁର୍ମେନେଲୀ ୦-୫ ପଏଣ୍ଟରେ ଲଭଲିନାଙ୍କୁ ପରାସ୍ତ କରିଛନ୍ତି। ଆଜି ମୁକାବିଲାରେ ହାରିବା ସତ୍ତ୍ୱେ ସେ ଦେଶ ପାଇଁ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି । ତାଙ୍କ ପଦକକୁ ମିଶାଇ ଚଳିତ ଅଲିମ୍ପିକ୍ସରେ ଭାରତର ପଦକ ସଂଖ୍ୟା ୩ରେ ପହଞ୍ଚି ଯାଇଛି । ବକ୍ସିଂ ସେମିଫାଇନାଲରେ ଲଭଲିନା ବିଶ୍ୱର ଏକ ନମ୍ବର ବକ୍ସରଙ୍କ ନିକଟରେ ଆଦୌ ତିଷ୍ଠିପାରି ନଥିଲେ। ବୁସେନାଜ ପ୍ରଥମ ରାଉଣ୍ଡ ୫-୦ରେ ଜିତି ନେଇଥିଲେ । ଦ୍ୱିତୀୟ, ତୃତୀୟ ରାଉଣ୍ଡରେ ବି ଲଭଲିନା ହାରି ଯାଇଥିଲେ ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!