Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆସନ୍ତା ୧୧ ତାରିଖରୁ ଆରମ୍ଭ ହେବ ମାଟ୍ରିକ୍ ଅଫଲାଇନ୍ ପରୀକ୍ଷାର ମୂଲ୍ୟାୟନ, ୯ଟି ମୂଲ୍ୟାୟନ କେନ୍ଦ୍ରରେ ଆରମ୍ଭ ହେବ ଖାତା ଦେଖା

by ସଞ୍ଜୟ ସ୍ୱାଇଁ
August 5, 2021
in Education, State
ଆସନ୍ତା ୧୧ ତାରିଖରୁ ଆରମ୍ଭ ହେବ ମାଟ୍ରିକ୍ ଅଫଲାଇନ୍ ପରୀକ୍ଷାର ମୂଲ୍ୟାୟନ, ୯ଟି ମୂଲ୍ୟାୟନ କେନ୍ଦ୍ରରେ ଆରମ୍ଭ ହେବ ଖାତା ଦେଖା
47
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଶେଷ ହେଲା ମାଟ୍ରିକ୍ ଅଫଲାଇନ୍ ପରୀକ୍ଷା । ଆସନ୍ତା ୧୧ ତାରିଖରୁ ଆରମ୍ଭ ହେବ ମୂଲ୍ୟାୟନ । ୯ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖା ଆରମ୍ଭ ହେବ । ତିନି ଦିନ ଧରି ମୂଲ୍ୟାୟନ ଚାଲିବ ବୋଲି ସୂଚନା ମିଳିଛି । ଗତ ୩୦ ତାରିଖରେ ଆରମ୍ଭ ହୋଇଥିଲା ଅଫ୍ ଲାଇନ୍ ମାଟ୍ରିକ୍ ପରୀକ୍ଷା। ଯେଉଁ ପରୀକ୍ଷାର୍ଥୀମାନେ ନିଜ ନିଜ ରେଜଲ୍ଟରେ ଅସନ୍ତୁଷ୍ଟ ଥିଲେ, ସେହି ଛାତ୍ରଛାତ୍ରୀମାନେ ପରୀକ୍ଷା ଦେଉଥିଲେ । ରେଗୁଲାରରେ ମୋଟ୍ ୬ ହଜାର ୫ ଶହ ୯୭ ଜଣ ଛାତ୍ରଛାତ୍ରୀ ଫର୍ମ ଫିଲଅପ୍ କରିଥିବା ବେଳେ, ଓପନ ସ୍କୁଲ ଜରିଆରେ ୮ ହଜାର ୪ ଶହ ୯୩ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । କୋଭିଡ୍ କଟକଣା ଅନୁସାରେ ରାଜ୍ୟର ୫ ଶହ ୪ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଆରମ୍ଭ ହୋଇଛି । ସେପଟେ କଟକରେ କିଛି ଛାତ୍ରଛାତ୍ରୀ ଆଡମିଟ୍ କାର୍ଡ ନପାଇବା ଯୋଗୁଁ ପରୀକ୍ଷାରୁ ବଞ୍ଚିତ ହୋଇଥିବା ଅଭିଯୋଗ ଆସିଥିଲା ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!