Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଗଷ୍ଟ ୧୪ରୁ ୧୬ ଭିତରେ +୨ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ ବୋଲି ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି

by ସଞ୍ଜୟ ସ୍ୱାଇଁ
August 7, 2021
in Education, State
ଅଗଷ୍ଟ ୧୪ରୁ ୧୬ ଭିତରେ +୨ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ ବୋଲି ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି
438
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ମାଟ୍ରିକ ଅଫଲାଇନ୍ ପରୀକ୍ଷା ପରେ +୨ ନାମଲେଖାକୁ ଅନାଇ ବସିଛନ୍ତି ଛାତ୍ରଛାତ୍ରୀ। ଏହାରି ମଧ୍ୟରେ +୨ ଆଡମିଶନକୁ ନେଇ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ଚଳିବର୍ଷ ସପ୍ତାହେ ପୂର୍ବରୁ ଅର୍ଥାତ୍ ଅଗଷ୍ଟ ୧୪ରୁ ୧୬ ଭିତରେ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ ବୋଲି ସମୀର କହିଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ‘ମାଟ୍ରିକ ପରୀକ୍ଷା ରେଜଲ୍ଟ ୨୦ ସୁଦ୍ଧା ପ୍ରକାଶ ପାଇଁ ଚେଷ୍ଟା ଚାଲିଛି। ଅଫଲାଇନ୍ ପରୀକ୍ଷା ଦେଇଥିବା ପିଲାଙ୍କୁ ବି ଯଥେଷ୍ଟ ସୁଯୋଗ ମିଳିବ। ୫୫ ହଜାରରୁ ଅଧିକ ସିଟ୍ ବୃଦ୍ଧି ପାଇଁ କଲେଜଗୁଡିକ ଆବେଦନ କରିଛନ୍ତି। କଲେଜଗୁଡିକରେ ସିଟ୍ ସମସ୍ୟା ହେବନାହିଁ। ବିଜ୍ଞାନ ପାଇଁ ଲାବୋରେଟୋରୀର ସମସ୍ୟା ହୋଇପାରେ। କେତେ ସିଟ୍ ବଢ଼ିଲା, ତାହାର ତଥ୍ୟ ସାମସ୍ ୱେବସାଇଟରେ ଉପଲବ୍ଧ ହେବ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!