Sunday, June 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦିଗପହଣ୍ଡି ପୁଲିସ ଦ୍ୱାରା ୯ଟି ଜରି ବ୍ୟାଗରେ ୨୩୧ କିଲୋ ଗଞ୍ଜେଇ ଜବତ

by ସଞ୍ଜୟ ସ୍ୱାଇଁ
August 7, 2021
in Crime, State
ଦିଗପହଣ୍ଡି ପୁଲିସ ଦ୍ୱାରା ୯ଟି ଜରି ବ୍ୟାଗରେ ୨୩୧ କିଲୋ ଗଞ୍ଜେଇ ଜବତ
70
VIEWS
Share on FacebookShare on Twitter

ଦିଗପହଣ୍ଡି, (ବାଘୁଆବାର୍ତ୍ତା): ଦିଗପହଣ୍ଡି ପୁଲିସ ଦ୍ୱାରା ଶନିବାରରେ ୯ଟି ଜରି ବ୍ୟାଗରେ ଚୋରା ଚାଲାଣ କରାଯାଉଥିବା ୨୩୧.୬୦୦ କିଲୋ ଗଞ୍ଜେଇ ଜବତ କରାଯାଇଛି। ଏହି ଘଟଣାରେ ପୋଲିସ ଜଣଙ୍କୁ ଗିରଫ କରିଛି । ଅନ୍ୟ ୪ ଜଣ ଫେରାର ହୋଇଯାଇଥିବା ଏଏସପି ପ୍ରଭାତ ଚନ୍ଦ୍ର ରାଉତରାୟଙ୍କ ସୂଚନା ଦେଇଛନ୍ତି। ଓଡି୦୭ସି- ୫୪୩୦ ନମ୍ବର ବିଶିଷ୍ଟ ଟ୍ରାକ୍ଟର୍ ସହ ନମ୍ବରବିହୀନ ଟ୍ରଲି, ୨ଟି ମୋବାଇଲ, ନଗଦ ୨୦ ହଜାର ଟଙ୍କା, ୧୧ ଲକ୍ଷ ୯୯ ହଜାର ଟଙ୍କା ସମ୍ବଳିତ ୨ ଚେକ ବହି ମଧ୍ୟ ଜବତ ହୋଇଛି। ଏହି ଚେକ ବୁକ ୨ଟି ଦିଗପହଣ୍ଡି ଏକ୍ସିସ ବ୍ୟାଙ୍କର ପୃଥକ୍ ଆକାଉଣ୍ଟର ବୋଲି ଜଣା ପଡିଛି। ଗଜପତି ମୋହନା ପଟୁ ଏହି ଗଞ୍ଜେଇ ଟ୍ରାକ୍ଟରରେ ଆସୁଥିବା ସମୟରେ ଏହକୁ ପୋଲିସ ଜବତ କରିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!