Sunday, June 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଘରେ କେହି ନଥିବା ବେଳେ ବିବାହିତା ମହିଳାଙ୍କୁ ଜୋର ଜବରଦସ୍ତ ଗାଧୁଆ ଘରକୁ ଉଠାଇନେଇ ଦୁଷ୍କର୍ମ ଅଭିଯୋଗ

by ସଞ୍ଜୟ ସ୍ୱାଇଁ
August 7, 2021
in Crime, State
ଘରେ କେହି ନଥିବା ବେଳେ ବିବାହିତା ମହିଳାଙ୍କୁ ଜୋର ଜବରଦସ୍ତ ଗାଧୁଆ ଘରକୁ ଉଠାଇନେଇ ଦୁଷ୍କର୍ମ ଅଭିଯୋଗ
315
VIEWS
Share on FacebookShare on Twitter

ପାଟଣା, (ବାଘୁଆବାର୍ତ୍ତା): କେନ୍ଦୁଝର ଜିଲ୍ଲା ପାଟଣା ଥାନା ଝାଟିପଡା ଗ୍ରାମରେ ଜଣେ ବିବାହିତା ମହିଳାଙ୍କୁ ଘରେ କେହି ନଥିବା ବେଳେ ଜୋର ଜବରଦସ୍ତ ଭାବରେ ଗାଧୁଆ ଘରକୁ ନେଇ ଦୁଷ୍କର୍ମ କରିଥିବା ଅଭିଯୋଗ । ଉକ୍ତ ଗ୍ରାମର ମଦନ ଗୋପାଳ ବାରିକକୁ ପାଟଣା ପୋଲିସ ଶନିବାର ଗିରଫ କରି କୋର୍ଟ ଚାଲାଣ କରିଛି । ଅଭିଯୁକ୍ତ ମଦନ ଗୋପାଳ ବାରିକ ଗତ ଗୁରୁବାର ରାତିରେ ମହିଳାଙ୍କ ଘରେ ପଶି ମହିଳାଙ୍କୁ ଦୁଷ୍କର୍ମ କରିଥିଲା । ଏନେଇ ମହିଳା ଜଣଙ୍କ ଥାନାରେ ଅଭିଯୋଗ କରିବା ପରେ ପାଟଣା ପୋଲିସ ଘଟଣାର ତଦନ୍ତ କରି ଉଭୟଙ୍କ ଡାକ୍ତରୀ ମାଇନା ପରେ ଅଭିଯୁକ୍ତ ମଦନ ଗୋପାଳକୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏନେଇ ପାଟଣା ଥାନା ରେ ୧୧୭/୨୧ ରେ ମାମଲା ରୁଜୁ ହୋଇଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!