Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜୀବନ ବିନ୍ଦୁ ଆନୁକୁଲ୍ୟରେ ୧୦୭ ୟୁନିଟ ରକ୍ତ ସଂଗ୍ରହ

by ସଞ୍ଜୟ ସ୍ୱାଇଁ
August 8, 2021
in Feature News
ଜୀବନ ବିନ୍ଦୁ ଆନୁକୁଲ୍ୟରେ ୧୦୭ ୟୁନିଟ ରକ୍ତ ସଂଗ୍ରହ
177
VIEWS
Share on FacebookShare on Twitter

ନୟାଗଡ଼ ବ୍ଲକ ବଡ଼ପଣ୍ଡୁସର ଉଚ୍ଚ ବିଦ୍ୟାଳୟଠାରେ ୧୪ ଜୋନର କର୍ମକର୍ତ୍ତାଙ୍କୁ ନେଇ ଜୀବନ ବିନ୍ଦୁ ପକ୍ଷରୁ ଆଜି ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି । ଏହି ରକ୍ତଦାନ ଶିବିରରେ ଅତିଥି ଭାବେ ମନ୍ତ୍ରୀ ପଦ୍ମନାଭ ବେହେରା ଏବଂ ମନ୍ତ୍ରୀ ଅରୁଣ କୁମାର ସାହୁ ଯୋଗ ଦେଇ ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ । ନୟାଗଡ଼ ରକ୍ତ ଭଣ୍ଡାର କର୍ମଚାରୀଙ୍କ ସହଯୋଗରେ ମୋଟ ୧୦୭ ୟୁନିଟ ରକ୍ତ ସଂଗୃହିତ କରାଯାଇଥିବା ସୂଚନା ମିଳିଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଯୁବ ବିଜେଡି ସଭାପତି ରମେଶ ଚନ୍ଦ୍ର ସାହୁ, ବ୍ଲକ ଯୁବ ବିଜେଡି ସଭାପତି ଦୁର୍ଯ୍ୟୋଧନ ବେହେରା, ଜୀବନ ବିନ୍ଦୁ ସଂଯୋଜକ ଗୁରୁପ୍ରସାଦ ଜେନା, ବ୍ଲକ ଉପାଧ୍ୟକ୍ଷ ସୁବାସ କହଁର, ଅଜୟ ପରିଡ଼ା, ମୁନା ପଣ୍ଡା, ସୁବାସ ଜେନ. ସ୍ଥାନୀୟ ସରପଞ୍ଚ ଏବଂ ଅନ୍ୟାନ କର୍ମକର୍ତ୍ତାମାନେ ସହଯୋଗ କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!