Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କେନିୟାର ଷ୍ଟାର ଆଥଲେଟ କିପଚୋଗେ ବଜାୟ ରଖିଲେ ଅଲିମ୍ପିକ ମାରାଥନ ଟାଇଟଲ

by ସଞ୍ଜୟ ସ୍ୱାଇଁ
August 8, 2021
in Sports, WORLD
କେନିୟାର ଷ୍ଟାର ଆଥଲେଟ କିପଚୋଗେ ବଜାୟ ରଖିଲେ ଅଲିମ୍ପିକ ମାରାଥନ ଟାଇଟଲ
49
VIEWS
Share on FacebookShare on Twitter

ଟୋକିଓ, (ବାଘୁଆବାର୍ତ୍ତା): କେନିୟାର ଷ୍ଟାର ଆଥଲେଟ ତଥା ବିଶ୍ୱରେକର୍ଡଧାରୀ ଇଲିଡ କିପଚୋଗେ ଅଲିମ୍ପିକ୍ସରେ ପୁନର୍ବାର ତାଙ୍କ ପ୍ରାଧାନ୍ୟ ବଳବତର ରଖିଛନ୍ତି । ପୁରୁଷ ମାରାଥନ ଟାଇଟଲରେ ସେ ସହଜରେ ନେଦରଲାଣ୍ଡ ଓ ବେଲଜିୟମର ଆଥଲେଟଙ୍କୁ ପଛରେ ପକାଇ ସ୍ୱର୍ଣ୍ଣ ପଦକ ହାସଲ କରିଛି । ଟୋକିଓରେ ସେ ୨ ଘଂଟା ୮ ମିନିଟ ୩୮ ସେକେଣ୍ଡରେ ରେସ ସମ୍ପୂର୍ଣ୍ଣ କରି ପ୍ରଥମ ସ୍ଥାନରେ ରହିଥିଲେ । ନେଦରଲାଣ୍ଡର ଆବଦି ନାଗାୟି ୮୦ ସେକେଣ୍ଡ ପଛରେ ରହି ରୌପ୍ୟ ଏବଂ ବେଲଜିୟମର ବାଶିର ଆବିଦ(୨:୧୦:୦୦) ବ୍ରୋଞ୍ଜ ପଦକ ହାସଲ କରିଛନ୍ତି । ୩୬ ବର୍ଷୀୟ କିପଚୋଗେ ମାରାଥନରେ ୨ଟି ସ୍ୱର୍ଣ୍ଣ ଜିତିବାରେ ଓଭରାଲ ତୃତୀୟ ଆଥଲେଟ ହୋଇଛନ୍ତି ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!