Monday, June 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜେଲ ଭିତରେ ବିଚାରଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
August 9, 2021
in Crime, State
ଜେଲ ଭିତରେ ବିଚାରଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ
33
VIEWS
Share on FacebookShare on Twitter

ଆଠମଲ୍ଲିକ, (ବାଘୁଆବାର୍ତ୍ତା): ଆଠମଲ୍ଲିକ ଜେଲରେ ଜଣେ ବିଚାରାଧୀନ କଏଦୀଙ୍କର ସନ୍ଦେହଜନକ ମୃତ୍ୟୁ। କଏଦୀଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ତେବେ କଏଦୀ ଜଣଙ୍କ କିଭଳି ଜେଲରେ ପ୍ରାଣ ହରାଇଲେ ସେନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ମୃତକ କଏଦୀ ଜଣଙ୍କ ହେଲେ ସୁମନ ଦେହୁରୀ (ବୟସ ୨୬) । ତେବେ ଡ୍ୟୁଟିରେ ଥିବା କର୍ମଚାରୀମାନେ କିପରି ଜାଣିପାରିଲେ ନାହିଁ ତାକୁନେଇ ମଧ୍ୟ ସନ୍ଦେହ ଉପୁଜିଛି । ସୁମନ କିଛି ମାସ ପୂର୍ବେ ତାଙ୍କ ସ୍ତ୍ରୀକୁ ହତ୍ୟା କରିଥିବା ଘଟଣାରେ ୩୦୨ ଦଫାରେ ଆଠମଲ୍ଲିକ ଜେଲକୁ ଆସିଥିଲେ । ରବିବାର ସେ ଚାରିଟା ବେଳକୁ ଜେଲ ଭିତରେ ବୁଲାବୁଲି କରୁଥିବା କିଛି କର୍ମଚାରୀ ଦେଖିଥିଲେ । ଜେଲ କର୍ତୃପକ୍ଷଙ୍କ କହିବାନୁସାରେ, ଅପରାହ୍ନ ୪ ଟା ୩୦ ବେଳକୁ ସୁମନକୁ ଜେଲ ଭିତରେ ବେହୋସ ପଡିଥିବାର ଦେଖି ତାକୁ ମେଡିକାଲକୁ ନିଆଯାଇଥିଲା। ମେଡିକାଲରେ ଭର୍ତ୍ତି କଲାବେଳକୁ ତାଙ୍କର ମୃତ୍ୟୁ ହେଇଯାଇଥିଲା । ସୁମନ ଦେହୁରୀଙ୍କ ଦେହ ଖରାପ ନଥିଲା କିମ୍ବା ମାନସିକ ଚାପରେ ବି ସେ ନଥିଲେ । ଏହା ସତ୍ତ୍ୱେ କେଉଁ କାରଣରୁ ସୁମନଙ୍କ ମୃତ୍ୟୁହେଲା ତାହା ସନ୍ଦେହ ଘେରରେ ରହିଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!