Sunday, September 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆସିଷ୍ଟାଣ୍ଟ ସେକ୍ରାଟାରୀ ଘନଶ୍ୟାମ ସାହୁ ଗିରଫ

by ସଞ୍ଜୟ ସ୍ୱାଇଁ
August 10, 2021
in Crime, State
ଆସିଷ୍ଟାଣ୍ଟ ସେକ୍ରାଟାରୀ ଘନଶ୍ୟାମ ସାହୁ ଗିରଫ
136
VIEWS
Share on FacebookShare on Twitter

ବରଗଡ, (ବାଘୁଆବାର୍ତ୍ତା): ବରଗଡ଼ ଗାଈସିଲେଟ ବ୍ଲକ ପ୍ୟାକ୍ସ ଆସିଷ୍ଟାଣ୍ଟ ସେକ୍ରାଟାରୀ ଘନଶ୍ୟାମ ସାହୁ ଗିରଫ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କରିଛି ଭିଜିଲାନ୍ସ। ଗତକାଲି ଭିଜିଲାନ୍ସ ଏକକାଳୀନ ବ୍ଲକ ପ୍ୟାକ୍ସ ଆସିଷ୍ଟାଣ୍ଟ ସେକ୍ରାଟାରୀଙ୍କ ଅଫିସ ଓ ବାସଭବନରେ ଚଢାଉ କରଇଥିଲା। ଘନଶ୍ୟାମ ଓ ତାଙ୍କ ପରିବାର ସଦସ୍ୟଙ୍କ ନାଁରେ ୧ କୋଟି ୭ ଲକ୍ଷ ୩୯ ହଜାର ୨୨୫ ଟଙ୍କାର ସମ୍ପତି ଠାବ ହୋଇଛି ଏହା ମଧ୍ୟରେ ୬୨ ଲକ୍ଷ ୪୦ ହଜାର ୩୩୭ ଟଙ୍କା ମୂଲ୍ୟର ଗୋଟିଏ ଦୁଇ ମହଲା ଘର ଓ ତିନିଟି ପ୍ଲଟ ରହିଛି। ଏଥିସହ ୫ ଲକ୍ଷ ୭୫ ହଜାର ୨୪ ଟଙ୍କା ମୂଲ୍ୟର ଇଲେକ୍ଟ୍ରୋନିକ୍ସ, ଆସବାବପତ୍ର, ସୁନା ଓ ରୂପା ଗହଣା ରହିଛି। ୧୯ ଲକ୍ଷ ୬୨ ହଜାର ୬୦୫ ଟଙ୍କା ମୂଲ୍ୟର ସ୍କର୍ପିଓ, ଟ୍ରାକ୍ଟର ଓ ଦୁଇଟି ମୋଟର ସାଇକେଲ ଜବତ କରାଯାଇଛି। ବିଭିନ୍ନ ବ୍ୟାଙ୍କରେ ୭ ଲକ୍ଷ ୧୭ ହଜାର ୮୯୦ ଟଙ୍କାର ଜମା ରାଶି, ୧ ଲକ୍ଷ ୬୩ ହଜାର ୩୬୯ ନଗଦ ଟଙ୍କା ସହ ୧୦ ଲକ୍ଷ ୭୪ ହଜାର ଟଙ୍କାର ବିମା କାଗଜପତ୍ର ଠାବ ହୋଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!