Sunday, June 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ଜାଲରେ ପୁରୀ ଜିଲ୍ଲା ଶିଶୁ ବିକାଶ ଅଧିକାରୀଙ୍କ କିରାଣୀ

by ସଞ୍ଜୟ ସ୍ୱାଇଁ
August 10, 2021
in Crime, State
ଭିଜିଲାନ୍ସ ଜାଲରେ ପୁରୀ ଜିଲ୍ଲା ଶିଶୁ ବିକାଶ ଅଧିକାରୀଙ୍କ କିରାଣୀ
71
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ଭିଜିଲାନ୍ସ ଜାଲରେ ପୁରୀ ଜିଲ୍ଲା ଶିଶୁ ବିକାଶ ଅଧିକାରୀଙ୍କ କିରାଣୀ। ଆୟ ବର୍ହିଭୁକ୍ତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ପୁରୀ ଜିଲ୍ଲା ଶିଶୁ ବିକାଶ ଅଧିକାରୀଙ୍କ କିରାଣୀ କୃଷ୍ଣଚନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି। ଏକକାଳୀନ ୩ଟି ସ୍ଥାନରେ ରେଡ୍ ଚାଲିଛି। କୃଷ୍ଣଚନ୍ଦ୍ରଙ୍କ ଗୁଣ୍ଡିଚା ବିହାର ଘର, ବ୍ରହ୍ମଗିରି ପୈତୃକ ବାସଭବନ ଏବଂ ଭୁବନେଶ୍ୱରର ନୂଆଗାଁରେ ଥିବା ୩ ମହଲା କୋଠାରେ ରେଡ୍ ଚାଲିଛି। ଭିଜିଲାନ୍ସର ତିନୋଟି ଟିମ୍ ଦ୍ଵାରା ସକାଳୁ ଚଢାଉ ଜାରି ରହିଛି। କୃଷ୍ଣଚନ୍ଦ୍ରଙ୍କ ବିରୋଧରେ ଛତୁଆ ଦୁର୍ନୀତି ଅଭିଯୋଗ ଆସିଥିଲା। ଛତୁଆ ଦୁର୍ନୀତି ଏବଂ ତାସହ ଶିଶୁ ବିକାଶ କାର୍ୟ୍ୟରେ ଆସୁଥିବା ଅନେକ ଯୋଜନାର ଟଙ୍କା ହେରଫେର କରି ସମ୍ପତ୍ତିଠୁଳ ଅଭିଯୋଗ ହୋଇଥିଲା।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!