Sunday, September 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସଇଁତଳା ପୋଲିସ ଦ୍ୱାରା ବିପୁଳ ପରିମାଣର ପିଡିଏସ ଚାଉଳ ଜବତ

by ସଞ୍ଜୟ ସ୍ୱାଇଁ
August 10, 2021
in Crime, State
ସଇଁତଳା ପୋଲିସ ଦ୍ୱାରା ବିପୁଳ ପରିମାଣର ପିଡିଏସ ଚାଉଳ ଜବତ
52
VIEWS
Share on FacebookShare on Twitter

ବଲାଙ୍ଗୀର, (ବାଘୁଆବାର୍ତ୍ତା): ବଲାଙ୍ଗୀର ଜିଲ୍ଲା ସଇଁତଳା ପୋଲିସ ଦ୍ବାରା ବିପୁଳ ପରିମାଣର ପିଡିଏସ ଚାଉଳ ଜବତ ହୋଇଛି । ପିଡିଆ ବୋଝେଇ ଗାଡିରେ ଚୋରା ଚାଲାଣ ବେଳେ ଚାଉଳ ଜବତ କଲା ପୋଲିସ । ବଲାଙ୍ଗୀର ଜିଲ୍ଲା ସଇଁତଳା ଥାନା ଅନ୍ତର୍ଗତ ଛଞ୍ଚଡା ଗାଁରୁ କଣ୍ଟାବାଞ୍ଜି ଅଭିମୁଖେ ୪୦୭ରେ ଚୋରା ଚାଲାଣ ବେଳେ ଟିକ୍ରାପଡା ଗାଁ ଛକ ନିକଟରେ ଜବତ କଲା ପୋଲିସ । ପ୍ରାୟ ୫୪ବସ୍ତା ଚାଉଳ ରହିଥିବା ସୂଚନା ମିଳିଛି । ପୋଲିସ ସମେତ ଯୋଗାଣ ବିଭାଗ ତଦନ୍ତ ଆରମ୍ଭ କରିଛି । ଏ ଘଟଣାରେ ଜଣକୁ ଅଟକ ରଖି ଅଧିକ ତଦନ୍ତ ଆରମ୍ଭ ହୋଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!