Sunday, September 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

by ସଞ୍ଜୟ ସ୍ୱାଇଁ
August 10, 2021
in Crime, State
ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ
83
VIEWS
Share on FacebookShare on Twitter

ବ୍ରହ୍ମପୁର, (ବାଘୁଆବାର୍ତ୍ତା): ଯୁବକଙ୍କୁ ମରଣାନ୍ତକ ଆକ୍ରମଣ । ପୂର୍ବ ଶତୃତାକୁ କେନ୍ଦ୍ର କରି ଆକ୍ରମଣ କରିଥିବା ସନ୍ଦେହ । ଘଟଣାରେ ଜିତେନ୍ଦ୍ର ସ୍ବାଇଁ ନାମକ ଜଣେ ଯୁବକ ଗୁରୁତର ହୋଇଛନ୍ତି । ତାଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ଅନୁଯାୟୀ, ଗଞ୍ଜାମ ଜିଲ୍ଲା କବିସୂର୍ୟ୍ୟନଗର ଦେଓଗାଁରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ପୂର୍ବଶତ୍ରୁତାକୁ ଆକ୍ରମଣ କରି ସନ୍ଦେହ କରାଯାଉଛି । ଘଟଣାସ୍ଥଳରୁ ଗୁରୁତର ଜିତେନ୍ଦ୍ର ସ୍ୱାଇଁଙ୍କୁ ଉଦ୍ଧାର କରି ପ୍ରଥମେ ପୋଲସରା ମେଡିକାଲରେ ଭର୍ତ୍ତି କରାଯାଇଛି । ପରେ ସେଠାରେ ତାଙ୍କର ଅବସ୍ଥା ଗୁରୁତର ହେବାକୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଘଟଣାରେ ଛାନ୍‌ଭିନ୍‌ ଜାରି ରହିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!