Sunday, June 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିମାନବନ୍ଦରରେ ବିସ୍ଫୋରଣ ଧମକ ପରେ ଭୁବନେଶ୍ୱର ବିମାନବନ୍ଦରରେ ବଢ଼ିଲା ସୁରକ୍ଷା

by ସଞ୍ଜୟ ସ୍ୱାଇଁ
August 10, 2021
in Crime, State
ବିମାନବନ୍ଦରରେ ବିସ୍ଫୋରଣ ଧମକ ପରେ ଭୁବନେଶ୍ୱର ବିମାନବନ୍ଦରରେ ବଢ଼ିଲା ସୁରକ୍ଷା
82
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଦିଲ୍ଲୀ ବିମାନବନ୍ଦରରେ ବିସ୍ଫୋରଣ ନେଇ ଧମକ ପରେ ଭୁବନେଶ୍ୱର ବିମାନବନ୍ଦରରେ ବଢ଼ିଲା ସୁରକ୍ଷା । ଆଗକୁ ସ୍ୱାଧୀନତ ଦିବସ ଥିବାରୁ ସୁରକ୍ଷା ଦୃଷ୍ଟିରୁ ଭୁବନେଶ୍ୱର ଏୟାରପୋର୍ଟକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ନିର୍ଦ୍ଦେଶକ ପ୍ରଭାତ ରଞ୍ଜନ ବେଉରିଆ । ବିମାନବନ୍ଦରରେ ଚେକିଂକୁ ଅଧିକ କଡ଼ାକଡ଼ି କରାଯାଇଛି । ଟର୍ମିନାକୁ ଏଣ୍ଟ୍ରି ପାଇଁ ଭିଜିଟର୍ ପାସ ଦିଆଯାଉ ନାହିଁ । ଯାତ୍ରୀଙ୍କ ବ୍ୟତୀତ ଆଉ କାହାରିକୁ କିଛି ଦିନ ପାଇଁ ଟର୍ମିନାଲ୍ ଭିତରେ ପ୍ରବେଶ ଅନୁମତି ନାହିଁ । ଯାତ୍ରୀଙ୍କୁ ଚେକିଂକୁ ଅଧିକ କଡ଼ାକଡ଼ି କରାଯାଇଛି । ବିମାନବନ୍ଦର ପରିସରରେ ଗାଡ଼ି ଚଳାଚଳ କରିବା ଉପରେ କଡ଼ା ନଜର ରଖାଯାଇଛି । ସନ୍ଦିଗ୍ଧଙ୍କ ଉପରେ ବି ରଖିଛନ୍ତି ପୋଲିସ ଓ ସିଆଇଏସଏଫ୍ । ନିକଟରେ ଦିଲ୍ଲୀ ବିମାନବନ୍ଦରରେ ବିସ୍ଫୋରଣ କରିବା ନେଇ ଆତଙ୍କବାଦୀ ସଂଗଠନ ଅଲ୍-କାଏଦା ନାଁରେ ଦିଲ୍ଲୀ ପୋଲିସକୁ ମିଳିଥିଲା ଧମକପୂର୍ଣ୍ଣ ଇ-ମେଲ୍ । ଏହାପରେ ଦେଶର ବିଭିନ୍ନ ଏୟାରପୋର୍ଟରେ ସୁରକ୍ଷାକୁ ବଢ଼ାଇ ଦିଆଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!