Sunday, September 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ଜାଲରେ ଟେକ୍ନିକାଲ କନ୍‌ସଲଟାଣ୍ଟ

by ସଞ୍ଜୟ ସ୍ୱାଇଁ
August 10, 2021
in Crime, State
ଭିଜିଲାନ୍ସ ଜାଲରେ ଟେକ୍ନିକାଲ କନ୍‌ସଲଟାଣ୍ଟ
80
VIEWS
Share on FacebookShare on Twitter

କେନ୍ଦୁଝର, (ବାଘୁଆବାର୍ତ୍ତା): ଭିଜିଲାନ୍ସ ଜାଲରେ ଟେକ୍‌ନିକାଲ୍‌ କନ୍‌ସଲଟାଣ୍ଟ । କେନ୍ଦୁଝର ଜିଲ୍ଲା ଯୋଡ଼ା ବ୍ଲକ ଟେକନିକାଲ କନ୍ସଲଟାଣ୍ଟ କ୍ଷେତ୍ରବାସୀ ମହାନ୍ତଙ୍କ ରେଡ଼୍‌ କରୁଛି ଭିଜିଲାନ୍ସ । ଏକକାଳୀନ ୪ଟି ସ୍ଥାନରେ ଚଢାଉ ଜାରି ରହିଛି । ଖବର ଅନୁଯାୟୀ, ଆୟ ବହିର୍ଭତ ସମ୍ପତ୍ତି ଠୁଳ ଅଭିଯୋଗରେ ଯୋଡ଼ା ବ୍ଲକ ଟେକ୍‌ନିକାଲ୍‌ କନ୍‌ସଲଟାଣ୍ଡ କ୍ଷେତ୍ରବାସୀ ମହାନ୍ତ । ଏକକାଳନୀ ଘର ସମେତ ବିଭିନ୍ନ ସ୍ଥାନରେ ରେଡ଼୍‌ ଜାରି ରଖିଛି ଭିଜିଲାନ୍ସ । ତେବେ ଚଢାଉ ହେଉଥିବା ସ୍ଥାନ ଗୁଡ଼ିକ ମଧ୍ୟରେ କେନ୍ଦୁଝର ସହର ପବିତ୍ରଡିହା ବାସଭାବନ, ସଦର ବ୍ଲକ ରଘୁନାଥପୁର ସ୍ଥିତ ପୈତୃକ ଘର, ଜଜପଶି ସ୍ଥିତ ଶ୍ୱଶୁର ଘର ଏବଂ ଯୋଡ଼ା କାର୍ୟ୍ୟାଳୟରେ ଜାରି ରହିଛି ଚଢାଉ । ବର୍ତ୍ତମାନ ସୁଦ୍ଧା ଚଢାଉରେ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି । ତାହା ସ୍ପଷ୍ଟ ଭାବେ ସୂଚନା ମିଳିନାହିଁ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!