Sunday, September 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିପୁଳ ପରିମାଣର ମଦ ଜବତ, ୪ ଗିରଫ

by ସଞ୍ଜୟ ସ୍ୱାଇଁ
August 10, 2021
in Crime, State
ବିପୁଳ ପରିମାଣର ମଦ ଜବତ, ୪ ଗିରଫ
82
VIEWS
Share on FacebookShare on Twitter

ସୋର, (ବାଘୁଆବାର୍ତ୍ତା): ବିପୁଳ ପରିମାଣର ମଦ ଜବତ ହୋଇଛି । ଏହାସହିତ ୪ଜଣଙ୍କୁ ଗିରଫ କରାଯାଇଛି । ବାଲେଶ୍ୱର ଜିଲ୍ଲା ସୋର ଓ ସିମୁଳିଆ ଅଞ୍ଚଳରୁ ଜବତ ହୋଇଛି । କେନ୍ଦ୍ରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ ପକ୍ଷରୁ ଚଢାଉ ବେଳେ ଜବତ ହୋଇଛି ମଦ । ବାଲେଶ୍ୱର ଅଞ୍ଚଳର ଚୋରା ମଦ କାରବାର ଚାଲିଥିଲା । କେନ୍ଦ୍ରାଞ୍ଚଳ ଅବକାରୀ ବିଭାଗ ଏନେଇ ଗୁଇନ୍ଦା ସୂଚନା ମିଳିଥିଲା । ଏହାପରେ ବାଲେଶ୍ଵର ଜିଲ୍ଲା ସୋର ଓ ସିମୁଳିଆ ଅଞ୍ଚଳରେ କେନ୍ଦ୍ରଅଞ୍ଚଳ ଅବକାରୀ ଗୁଇନ୍ଦା ପକ୍ଷରୁ ଛାନ୍‌ଭିନ୍‌ ଆରମ୍ଭ ହୋଇଥିଲା । ଏହିକ୍ରମରେ ବେଆଇନ ଦେଶୀ ଓ ବିଦେଶୀ ମଦ ଏକ କାରରେ ୩ ଶହ ଲିଟର ଚୋରା ମଦ ନେଇ ଯାଉଥିବା ବେଳେ ଖବରପାଇ ଭ୍ରମ୍ୟମାଣ ଅବକାରୀ ବିଭାଗ ଅଚାନକ ଚଢ଼ାଉ କରିଥିଲା । ଏହି ଚଢାରେ ବିପୁଳ ପରିମାଣର ମଦ ସହିତ ଡ୍ରାଇଭର ମାନଶ ମୁଖୀଙ୍କ ଗିରଫ କରାଯାଇଥିଲା । ତାଙ୍କ ନିକଟରୁ ୩ଶ ହ ଲିଟର ମଦ ଜବତ ହୋଇଥିଲା । ସେହିପରି ବିକ୍ରମ ଦତ୍ତ ବଳ ନାମକ ଜଣେ ଯୁବକଙ୍କ ନିକଟରୁ ୯ ଲିଟର, ତ୍ରିଲୋଚନ ନାୟକ ନିକଟରୁ ୮ ଲିଟର ମଦ ଜବତ ହୋଇଛି କ୍ଷ ଚୋରା ମଦ କାରବାରରେ ଚାରି ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!