Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଗଷ୍ଟ ୭କୁ ଜାତୀୟ ଜାଭ୍‌ଲିନ ଦିବସ ଭାବେ ପାଳନ କରିବ ଏଏଫ୍‌ଆଇ

by ସଞ୍ଜୟ ସ୍ୱାଇଁ
August 11, 2021
in Sports
ଅଗଷ୍ଟ ୭କୁ ଜାତୀୟ ଜାଭ୍‌ଲିନ ଦିବସ ଭାବେ ପାଳନ କରିବ ଏଏଫ୍‌ଆଇ
50
VIEWS
Share on FacebookShare on Twitter

ନୂଆଦିଲ୍ଲୀ,(ବାଘୁଆବାର୍ତ୍ତା): ଅଗଷ୍ଟ ୭ ତାରିଖରେ ଭାରତୀୟ ଜାଭ୍‌ଲିନ୍‌ ଫିଙ୍ଗାଳି ନୀରଜ ଚୋପ୍ରା ଟୋକିଓ ଅଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ଜିତି ଦେଶକୁ ଗୌରବାନ୍ବିତ କରିଥିଲେ। ତାହାକୁ ସ୍ମରଣୀୟ କରିତୋଳିବା ପାଇଁ ପ୍ରତିବର୍ଷ ଅଗଷ୍ଟ ୭ ତାରିଖକୁ ଜାତୀୟ ଜାଭ୍‌ଲିନ୍‌ ଦିବସ ଭାବେ ପାଳନ କରିବାକୁ ଭାରତୀୟ ଦୌଡ଼କୁଦ ମହାସଂଘ (ଏଏଫ୍‌ଆଇ) ନିଷ୍ପତ୍ତି ନେଇଛି। ଶନିବାର ଟୋକିଓରେ ୮୭.୫୮ ମିଟର ଜାଭ୍‌ଲିନ୍‌ ପିଙ୍ଗି ୨୩ ବର୍ଷୀୟ ‌ନୀରଜ ଦ୍ବିତୀୟ ଭା‌ରତୀୟ ଭାବେ ବ୍ୟକ୍ତିଗତ ଅଲିମ୍ପିକ୍‌ ସ୍ବର୍ଣ୍ଣ ପଦକ କରାୟତ୍ତ କରିଥିଲେ। ‘‘ଜାଭ୍‌‌ଲିନ୍‌ ଥ୍ରୋ’କୁ ସାରା ଭାରତରେ ଲୋକପ୍ରିୟ କରିବା ଲାଗି ଆମେ ଅଗଷ୍ଟ ୭ ତାରିଖକୁ ଜାଭ୍‌ଲିନ୍‌ ଦିବସ ଭାବେ ପାଳନ କରିବୁ ଏବଂ ଆସନ୍ତା ବର୍ଷଠୁ ଆମର ଅନୁବନ୍ଧିତ ସଂଘଗୁଡ଼ିକ ସେମାନଙ୍କ ରାଜ୍ୟରେ ଜାଭ୍‌ଲିନ୍‌ ପ୍ରତିଯୋଗିତା ଆୟୋଜନ କରିବେ’’ ବୋଲି ଏଏଫ୍‌ଆଇ ଯୋଜନା ଆୟୋଗ ଅଧ୍ୟକ୍ଷ ଲଳିତ ଭାନୋଟ ସମ୍ବର୍ଦ୍ଧନା ଉତ୍ସବରେ କହିଛନ୍ତି।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!