Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁଇ ଭାଗରେ ବିଭକ୍ତ ହେବ ନବମ ଓ ଦଶମ ଶେଣୀ ପାଠ୍ୟକ୍ରମ

by ସଞ୍ଜୟ ସ୍ୱାଇଁ
August 11, 2021
in Education, State
ଦୁଇ ଭାଗରେ ବିଭକ୍ତ ହେବ ନବମ ଓ ଦଶମ ଶେଣୀ ପାଠ୍ୟକ୍ରମ

????????????????????????????????????????????????????????

120
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ନବମ ଓ ଦଶମ ଶ୍ରେଣୀ ପରୀକ୍ଷା ପାଇଁ ବଦଳିବ ପାଠ୍ୟକ୍ରମ। ଦୁଇ ଭାଗରେ ବିଭକ୍ତ ହେବ ନବମ ଓ ଦଶମ ଶ୍ରେଣୀ ପାଠ୍ୟକ୍ରମ। ଏନେଇ ନୂଆ ଯୋଜନା କରିଛି ମାଧ୍ୟମିକ ଶିକ୍ଷା ପରିଷଦ। ୨୦୨୧-୨୨ ଶିକ୍ଷା ବର୍ଷକୁ ଦୁଇ ଟର୍ମରେ ଭାଗ କରାଯାଇଛି। ପ୍ରଥମ ଟର୍ମ ଜୁଲାଇରୁ ନଭେମ୍ବର ଓ ଦ୍ୱିତୀୟ ଟର୍ମ ଡିସେମ୍ବରରୁ ଏପ୍ରିଲ ଯାଏଁ ଚାଲିବ। ପ୍ରତି ଟର୍ମରେ ପିଲା ୫୦ ପ୍ରତିଶତ ପାଠ ପଢିବେ ଓ ପରୀକ୍ଷା ଦେବେ। ବୋର୍ଡ ସିଧାସଳଖ ଏହି ପରୀକ୍ଷା କରାଇବ। ତେବେ ପାଠ୍ୟକ୍ରମ କେତେ ରହିବ ଓ କ’ଣ ରୂପରେଖ ରହିବ, ସେନେଇ ଖୁବଶୀଘ୍ର ବିଜ୍ଞପ୍ତି ଜାରି କରିବ ବୋର୍ଡ। ସ୍କୁଲରେ ପିଲାଙ୍କ ପାଠପଢ଼ା ନେଇ ସମୟ ସମୟରେ ଆଭ୍ୟନ୍ତରୀଣ ମୂଲ୍ୟାଙ୍କନ କରାଯିବ। ମୋଟ୍ ୪ଟି ଇଣ୍ଟରନାଲ ଏସେସମେଂଟ କରାଯିବ। ପ୍ରତି ଟର୍ମ ଭିତରେ ଦୁଇଟି ଆଭ୍ୟନ୍ତରୀଣ ମୂଲ୍ୟାୟନ କରାଯିବାର ବ୍ୟବସ୍ଥା କରାଯାଉଛି। ଉଭୟ ନବମ ଓ ଦଶମ ଶ୍ରେଣୀ ପାଇଁ ଏହି ମୂଲ୍ୟାୟନ ହେବ। ସ୍କୁଲସ୍ତରରେ ହୋଇଥିବା ଆକଳନ ଅନୁଯାୟୀ ବୋର୍ଡ ବିଦ୍ୟାର୍ଥୀଙ୍କ ରେଜଲ୍ଟ ପ୍ରକାଶ କରିବ। ସ୍କୁଲରେ ନବମ ଓ ୧୦ମ ଶ୍ରେଣୀ ବିଦ୍ୟାର୍ଥୀ ମାସିକ ଓ ବାର୍ଷିକ ପରୀକ୍ଷାକୁ ମିଶାଇ ୬ଟି ପରୀକ୍ଷା ଦେବେ। ମାସିକ ଓ ବାର୍ଷିକ ପରୀକ୍ଷା ବୋର୍ଡ କର୍ତ୍ତୃପକ୍ଷ କରିବେ। ଏନେଇ ଗଣଶିକ୍ଷା ସଚିବଙ୍କ ସହିତ ବିସ୍ତୃତ ଆଲୋଚନା ପରେ ବୋର୍ଡ ପକ୍ଷରୁ ବିଧିବଦ୍ଧ ବିଜ୍ଞତି ପ୍ରକାଶ କରାଯାଇଥିବା ସମ୍ପାଦକ ଶ୍ରୀକାନ୍ତ ତରାଇ କହିଛନ୍ତି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!