Monday, September 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୭୧୨୦ ଲିଟର ପୋଚ ଓ ମଦ ଜବତ, ୩ ଗିରଫ

by ସଞ୍ଜୟ ସ୍ୱାଇଁ
August 11, 2021
in Crime, State
୭୧୨୦ ଲିଟର ପୋଚ ଓ ମଦ ଜବତ, ୩ ଗିରଫ
74
VIEWS
Share on FacebookShare on Twitter

ଭଞ୍ଜନଗର, (ବାଘୁଆବାର୍ତ୍ତା): ଭଞ୍ଜନଗର ଅବକାରୀ ବିଭାଗ ପକ୍ଷରୁ ନିକଟସ୍ଥ ବଡ଼ ମରାଠିସାହି ଓ ନାହାତୋଟା ସାହିରେ ଚାଲିଥିବା ବେଆଇନ ମଦ ପ୍ରସ୍ତୁତ ବେଳେ ଚଢ଼ାଉ କରି ୩ ଜଣଙ୍କୁ ଗିରଫ କରିଛି ଅବକାରୀ ବିଭାଗ । ସୂଚନା ପ୍ରକାରେ ଛତ୍ରପୁର ଅବକାରୀ ଅଧିକ୍ଷକ ରାଜେନ୍ଦ୍ର କୁମାର ଭୋତ୍ରାଙ୍କ ନିର୍ଦ୍ଦେଶକ୍ରମେ ଭଞ୍ଜନଗର ତହସିଲଦାରଙ୍କ ଆଲୋକ କୁମାର ପ୍ରଧାନଙ୍କ ତତ୍ତ୍ୱାବଧାନରେ ଏହି ଚଢାଉ ହୋଇଥିଲା । ୬୩୫ ଲିଟର ରନ୍ଧା ମଦ ସହ ମଦରନ୍ଧା ସାମଗ୍ରୀ ଜବତ ହୋଇଥିଲା । ୭୧୨୦ ଲିଟର ପୋଚ ମଧ୍ୟ ନଷ୍ଟ କରାଯାଇଥିଲା । ଏହି ଚଢାଉରେ ଅବକାରି ରେଞ୍ଜ ଇନ୍ସପେକ୍ଟର୍‌ ଧୀରେନ୍‌ କୁମାର ବେହେରା , ଓଆଇସି ରମ୍ବା ଦାସ , ଏଏସ୍‌ଆଇ ରାମେଶ୍ୱର ବେହେରା, କନଷ୍ଟେବଳ ସନାତନ ନାହାକ , ଜଗନ୍ନାଥ ମହାପାତ୍ର , ସୁବଳ ପ୍ରଧାନ ଏବଂ କୃଷ୍ଣଚନ୍ଦ୍ର ସେଠୀ ପ୍ରମୁଖ ସାମିଲ ହୋଇଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!