Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୬ କୋଟି ୧୭ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ ହେବ ଇଣ୍ଡୋର ଷ୍ଟାଡିୟମ

by ସଞ୍ଜୟ ସ୍ୱାଇଁ
August 11, 2021
in Sports, State
୬ କୋଟି ୧୭ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ ହେବ ଇଣ୍ଡୋର ଷ୍ଟାଡିୟମ
143
VIEWS
Share on FacebookShare on Twitter

ଆଠଗଡ, (ବାଘୁଆବାର୍ତ୍ତା): ଗ୍ରାମାଞ୍ଚଳରେ କ୍ରୀଡ଼ାର ବିକାଶ ହେବ । ଖେଳ ଓ ଖେଳାଳିଙ୍କ ବିକାଶ ପାଇଁ ଅଭାବ ରହିବନି ଭିତ୍ତିଭୂମିର, ଏନେଇ ୮୯ଟି ସ୍ଥାନରେ ରାଜ୍ୟସରକାର ନିର୍ମାଣ କରିବେ ଇଣ୍ଡୋର ଷ୍ଟାଡିୟମ । କଟକ ଜିଲ୍ଲାର ଆଠଗଡରେ ଏକ ଇଣ୍ଡୋର ଷ୍ଟାଡିୟମ ପାଇଁ ରାଜ୍ୟ କ୍ୟାବିନେଟରେ ପାରିତ ହେବା ପରେ ରାଜ୍ୟସରକାର ତଥା ମୂଖ୍ୟମନ୍ତ୍ରୀ ଙ୍କୁ ଆଠଗଡ ଶ୍ରୀରାମ ପ୍ୟାଲେସ ଠାରେ ଏକ ସାମ୍ବାଦିକ ସମ୍ମିଳନୀ କରି ଧନ୍ୟବାଦ ଜଣାଇଛନ୍ତି କ୍ରୀଡାବୀତ୍ । ଆଥଲେଟିକ୍ ଆସୋସିଏସନ କର୍ମକର୍ତ୍ତାଙ୍କ ସମେତ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ , ଆଠଗଡର ମୂଖ୍ୟ ଷ୍ଟାଡିୟମ ପାଖରେ ୬ କୋଟି ୧୭ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ ହେବ ଏହି ଇଣ୍ଡୋର ଷ୍ଟାଡିୟମ, ଅତ୍ୟାଧୁନିକ ଶୈଳିରେ ନିର୍ମିତ ଏହି ଷ୍ଟାଡିୟମରେ ଇନଡୋର କ୍ରୀଡା ସହ ପ୍ରାକୃତିକ ବିପର୍ୟ୍ୟୟ ସମୟ ସହିତ, ମହାମାରୀ ସମୟରେ ଡାକ୍ତରଖାନା, ସଭା ସମିତି, ପରିକ୍ଷା ପରିଚାଳନା ଏହା ଉପଯୋଗୀ ସାବ୍ୟସ୍ତ ହୋଇପାରିବ ବୋଲି କୁହାଯାଇଛି ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!